Odia News Portal
Browsing Tag

soa

‘ନୌଲ୍‌’ ପ୍ରଭାବରୁ ୨୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ୱର() ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ନୌଲ୍‌’ ର ପ୍ରଭାବରେ ବଙ୍ଗୋପ ସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପ ସାଗରରେ ଏହା ଅବପାତ ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ…

କୋଭିଡ ଯୁଦ୍ଧରେ ଅବଦାନ ନିମନ୍ତେ ସୋଆ ଜାତୀୟ ସ୍ତରରେ ସମ୍ମାନିତ

ଭୁବନେଶ୍ୱର () କୋଭିଡ-୧ ମହାମାରୀ ସମୟରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ଦେଶର ଉଚ୍ଚ ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)କୁ “ଉତ୍କୃଷ୍ଟ ସଂସ୍ଥାନ ବିଶ୍ୱକର୍ମା ପୁରସ୍କାର” ରେ ସମ୍ମାନିତ କରାଯାଇଛି । ଗୁରୁବାର…

ଭାରତରେ ଦୁଗ୍ଧ ଓ ଅଣ୍ଡା ଉତ୍ପାଦନ ୬ % ବୃଦ୍ଧି ପାଇଛି

ଭୁବନେଶ୍ୱର() ଅର୍ଥନୀତି ଉପରେ କୋଭିଡ-୧୯ ମହାମାରୀର ଗଭୀର ପ୍ରଭାବ ପଡିବା ସତ୍ୱେ ଭାରତରେ ଦୁଗ୍ଧ ଏବଂ ଅଣ୍ଡାର ଉତ୍ପାଦନ ୬% ବୃଦ୍ଧି ପାଇଛି ବୋଲି କହିଛନ୍ତି ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍)ର ମହା ନିଦେ୍ର୍ଧଶକ ଓ କୃଷି ଗବେଷଣା ଓ ଶିକ୍ଷା ବିଭାଗର ସଚିବ ଡ. ତି୍ରଲୋଚନ ମହାପାତ୍ର…

କୋଭିଡ-୧୯ ପରିପ୍ରେକ୍ଷୀରେ ସୋଆ ଏନ୍ଏସ୍ଏସ୍ ର ବିଭିନ୍ନ କାର୍ଯ୍ୟକ୍ରମ

ଭୁୁବନେଶ୍ୱର() କୋଭିଡ-୧୯ ସଂକ୍ରମଣ ପରବର୍ତୀ ପାଂଚ ମାସ ମଧ୍ୟରେ ସୋଆ ଡିମ୍ଡ ବିଶ୍ୱବିଦ୍ୟାଳୟର ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ ମାନେ କରୋନା ଭାଇରସ୍ ସଚେତନତା ସହିତ ବିଭିନ୍ନ କାର୍ଯ୍ୟକ୍ରମରେ ସଂପୃକ୍ତ ରହି ଏହି ପରିସ୍ଥିତିର ମୁକାବିଲା କରି ଚାଲିଛନ୍ତି । କୋଭିଡ-୧୯ ପ୍ରାଦୁର୍ଭାବ ଆରମ୍ଭ…

ଟାଇମ୍ସ ୱାର୍ଲ୍ଡ ରାଙ୍କିଙ୍ଗରେ ପୁଣି ସୋଆ ସ୍ଥାନିତ

ଭୁବନେଶ୍ୱର() ଟାଇମ୍ସ ହାୟର ଏଡୁକେସନ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କକିକ -୨୦୨୧ରେ ସୋଆ ଡିମ୍ଡ ବିଶ୍ୱବିଦ୍ୟାଳୟ ଲଗାତାର ଦ୍ୱିତୀୟ ଥର ପାଇଁ ୧୦୦୧ ପ୍ଲସ୍ କାଟେଗୋରୀରେ ନିଜ ସ୍ଥାନ ହାସଲ କରିବାରେ ସଫଳତା ହାସଲ କରିଛି । ଉଚ୍ଚ ଶିକ୍ଷା କ୍ଷେତ୍ରରେ ୫ଟି ବିସ୍ତୃତ ଦିଗକୁ ନେଇ ଏହି…

ସୋଆ ପକ୍ଷରୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶୋକ

ଭୁବନେଶ୍ୱର()  ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଗଭୀର ଶୋକ ବ୍ୟକ୍ତ କରାଯିବା ସହ ସୋଆ ପରିବାର ପକ୍ଷରୁ ତାଙ୍କ ଆତ୍ମାର ସଦଗତି କାମନା କରାଯାଇଛି । ଜାତୀୟ ରାଜନୀତିରେ ଜଣେ ପ୍ରଭାବଶାଳୀ…

ଭିଡ଼ିଓ କନ୍ଫରେନ୍ସରେ ସୋଆ ଏନ୍ଏସ୍ଏସ୍

ଭୁବନେଶ୍ୱର() କରୋନା ମହାମାରୀକୁ ନେଇ ସାରା ବିଶ୍ୱ ଚିନ୍ତିତ । ଭାରତ ସରକାର ତଥା ଓଡ଼ିଶା ସରକାର ମଧ୍ୟ ଏହି କରୋନା ମହାମାରୀଠାରୁ କିପରି ଜନସାଧାରଣକୁ ସୁରକ୍ଷିତ ରଖାଯିବ ତାହାକୁ ନେଇ ଅନେକ ପ୍ରଚେଷ୍ଟା ଜାରି ରଖିଛନ୍ତି । ଲକ୍ଡାଉନ୍ ଓ ସଟ୍ଡାଉନ୍ ମଧ୍ୟରେ ଅନେକ ଶିକ୍ଷାନୁଷ୍ଠାନ ଅନ୍ଲାଇନ୍…

ତୁଳସୀ ପତ୍ରର ମାନବୃଦ୍ଧି ଏବଂ ଜୈବିକ ଚାଷ ନେଇ ସୋଆରେ ଗବେଷଣା

ଭୁବନେଶ୍ୱର() ଠାକୁର ପୂଜା ଏବଂ ଧାର୍ମିକ କାର୍ଯ୍ୟରେ ବ୍ୟବହାର ହେଉଥିବା ପବିତ୍ର ତୁଳସୀ ପତ୍ର ମନୁଷ୍ୟ ଜାତିର ଜୀବନ ରକ୍ଷାକାରୀ ମଧ୍ୟ ହୋଇପାରେ । ସାରା ବିଶ୍ୱକୁ କବଳିତ କରିଥିବା କରୋନା ମହାମାରୀର ମୁକାବିଲା ପାଇଁ ସହାୟକ ହୋଇପାରେ ତୁଳସୀ । ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ…

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି, ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର() ବୁଧବାର ସକାଳେ ଉତର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଉତର-ପଶ୍ଚିମ ଦିଗ ଓ ଏହାର ଆଖପାଖ ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା କାରଣରୁ ଉପକୂଳ ଏବଂ ଉତର ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନସଭର୍ସିଟି)…

ସବୁଜ ପ୍ରଯୁକ୍ତିକୁ ନେଇ ସୋଆ ପକ୍ଷରୁ ଦୁଇ ଦିନିଆ ଭର୍ଚୁଆଲ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର() ଇଲେକ୍ଟି୍ରକାଲ୍ ପାୱାର ଇଞ୍ଜିନିୟରିଂ, ଆଡଭାନ୍ସଡ କମ୍ପୁ୍ୟଟିଙ୍ଗ୍ ଏବଂ କମୁ୍ୟନିକେସନ୍ ଇଞ୍ଜିନିୟରିଂ ସମ୍ପର୍କରେ ବିସ୍ତୃତ ଆଲୋଚନା କରିବା ନିମନ୍ତେ ବିଶ୍ୱର ବିଭିନ୍ନ ପ୍ରାନ୍ତର ବିଶେଷଜ୍ଞମାନେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଅନ୍ଲାଇନ୍…