Odia News Portal
Browsing Tag

soa

କୋଭିଡ-୧୯ର ୭୩ଟି ପ୍ରକାର ଷ୍ଟ୍ରେନ୍ ଚିହ୍ନଟ କଲେ ଭାରତୀୟ ଗବେଷକ

ଭୁବନେଶ୍ୱର() ପ୍ରଥମ ଥର ପାଇଁ କୋଭିଡ୍-୧୯ ସଂକ୍ରମଣର ୭୩ଟି ପ୍ରକାର ଷ୍ଟେ୍ରନ୍ ଚିହ୍ନଟ କରିବାରେ ସଫଳ ହୋଇଛନ୍ତି ଭାରତୀୟ ଜେନୋମିକ୍ ଗବେଷକ । ନୂଆଦିଲ୍ଲୀ ସ୍ଥିତ ଇନଷ୍ଟିଚୁ୍ୟଟ ଅଫ ଜେନୋମିକ୍ସ ଆଣ୍ଡ ଇଂଟିଗ୍ରେଟିଭ ବାୟୋଲଜି (ଆଇଜିଆଇବି) ଏବଂ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି…

ସିଏସ୍ଆର୍ ସର୍ଭେ: ଆଇଟିଇଆର୍ ଦେଶର ୧୧ତମ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଅଫ୍ ଏମିନେନ୍ସ

ଭୁୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ଦେଶର ୧୧ତମ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଅଫ୍ ଏମିନେନ୍ସ ଭାବେ କମ୍ପିଟିସନ୍ ସକ୍ସେସ୍ ରିଭୁ୍ୟ (ସିଏସ୍ଆର୍) ସର୍ଭେ -୨୦୨୦ ଅନୁଯାୟୀ…

କରୋନା ମୁକାବିଲାରେ ଆଗଧାଡିରେ ସୋଆ

ଭୁୁବନେଶ୍ୱର() ସାରା ବିଶ୍ୱ ଏବେ କରୋନା ମହାମାରୀର କବଳରେ ଆଜି ଆତଙ୍କିତ । ଅଦୃଶ୍ୟ ଶତ୍ରୁର ଭୟରେ ଭୟଭୀତ ସାରା ବିଶ୍ୱବାସୀ । ଦିନକୁଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆମେରିକା, ଇଟାଲୀ ଓ ବ୍ରାଜିଲ୍ ଭଳି ବଡ଼ ବଡ଼ ଦେଶ ସମେତ ଭାରତ ଏପରିକି ସାରା ବିଶ୍ୱ ଏବେ…

ହୋଟେଲ୍ ଶିଳ୍ପ କ୍ଷେତ୍ରରେ ପ୍ରଭୁତ ଗବେଷଣାର ସୁଯୋଗ ରହିଛି : ବିଶେଷଜ୍ଞ

ଭୁବନେଶ୍ୱର ହୋଟେଲ ଶିଳ୍ପ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ବୃହତ ଗବେଷଣାର ପ୍ରଭୁତ ସୁଯୋଗ ରହିଥିବା ବେଳେ ତାହା ସମ୍ଭବ ହୋଇନାହିଁ ।ମାତ୍ର କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ବିପର୍ଯ୍ୟୟ କ୍ଷେତ୍ରରେ ଯୋଜନା ଏବଂ କ୍ଷତି ପରିଚାଳନା ଜରୁରୀ ବୋଲି ଜଣେ ବିଶେଷଜ୍ଞ ମତ ପ୍ରକାଶ କରିଛନ୍ତି । …

ସ୍ମାର୍ଟ ଇଣ୍ଡିଆ ହାକାଥନ୍ -୨୦୨୦ ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ କୃତିତ୍ୱ

ଭୁବନେଶ୍ୱର()  ଡିଜିଟାଲ୍ ପ୍ରକ୍ରିୟାରେ କିଭଳି ଭାବରେ ଅପରାଧର ମୁକାବିଲା କରାଯାଇପାରିବ ସେହି ସମାଧାନର ସୂତ୍ର ବାହାର କରି ସ୍ମାର୍ଟ ଇଣ୍ଡିଆ ହାକାଥନ୍ (ଏସ୍‌ଆଇଏଚ୍‌)- ୨୦୨୦ ପ୍ରତିଯୋଗିତାରେ ବିଜୟୀ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ଛାତ୍ରଛାତ୍ରୀ । ସୋଆ…

ପରିବର୍ତନଶୀଳ ପରିବେଶ ସହ ହୋଟେଲ ଶିଳ୍ପ ଖାପ ଖୁଆଇବା ଜରୁରୀ

ଭୁବନେଶ୍ୱର() ବିଶ୍ୱରେ ଦ୍ରୁତଗତିରେ ଶିକ୍ଷା ବ୍ୟବସ୍ଥାରେ ପରିବର୍ତନ ହେଉଥିବା ବେଳେ ବର୍ତମାନ ପରିସ୍ଥିତିରେ ଶିକ୍ଷା ଗ୍ରହଣ ପ୍ରକ୍ରିୟାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ହୋଟେଲ୍ ଶିଳ୍ପରେ କିଭଳି ପଦକ୍ଷେପ ନିଆଯିବା ଦରକାର ସେ ବିଷୟରେ ଏକ ଭର୍ଚୁଆଲ୍ ଲେକ୍‌ଚର ସିରିଜି୍‌ରେ ଆଲୋଚନା କରାଯାଇଛି…

ଆଜିଠୁ ଆରମ୍ଭ ଅନଲାଇନ ସାଟ ଆଡ଼ମିସନ ପରୀକ୍ଷା

ଭୁବନେଶ୍ୱର()   ଆଜି ଠାରୁ ଆରମ୍ଭ ହେବ ଶିକ୍ଷା ଓ ଅନୁସନ୍ଧାନ ଆଡ଼ମିସନ ଟେଷ୍ଟ (ସାଟ-୨୦୨୦) | ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ଟୁ ବି ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଏହି ଅନଲାଇନ ପରୀକ୍ଷା ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଭିନ୍ନ ଅଣ୍ଡର ଗ୍ରାଜୁଏଟ ଓ ପୋଷ୍ଟ ଗ୍ରାଜୁଏଟ ପାଠ୍ୟକ୍ରମରେ…

ପୂର୍ବ ଭାରତର ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ କ୍ୟୁଏସ ଆଇ- ଗଜ୍ ଡାଇମଣ୍ଡ ୟୁନିଭର୍ସିଟି ରେଟିଂରେ ସ୍ଥାନ ପାଇଲା ସୋଆ

ଭୁବନେଶ୍ୱର()  ଆଉ ଏକ ସଫଳତା ସାଉଁଟିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସଟି) । କ୍ୟୁଏସ ଆଇ-ଗଜ୍ ପକ୍ଷରୁ ଡାଇମଣ୍ଡ ୟୁନିଭର୍ସିଟି ରେଟିଂ ହାସଲ କରିଛି ସୋଆ । ଏହି ସଫଳତା ହାସଲ କରିବା ପରେ କ୍ୟୁଏସ ଆଇ-ଗଜ୍ ପକ୍ଷରୁ କୁହାଯାଇଛି ଯେ ଡାଇମଣ୍ଡ ରେଟିଂ ହାସଲ କରିବା ନେଇ ସୋଆ…

ଫ୍ଲିପ୍କାର୍ଟ ଗ୍ରୀଡ୍ ରୋବୋଟିକ୍ସ ଚ୍ୟାଲେଞ୍ଜରେ ସୋଆ ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ କୃତିତ୍ୱ

ଭୁବନେଶ୍ୱର() କରୋନା ମହାମାରୀର ମୁକାବିଲା ପାଇଁ ସାରା ବିଶ୍ୱ ଯୁଦ୍ଧରେ ବ୍ୟସ୍ତ ଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ୫ ଜଣ ଛାତ୍ରଛାତ୍ରୀ ସାଉଁଟିଛନ୍ତି ସଫଳତା । ଫ୍ଲିପ୍କାର୍ଟ ଗ୍ରୀଡ୍ ୨.୦ ରୋବୋଟିକ୍ସ ଚ୍ୟାଲେଞ୍ଜରେ ଲେବଲ୍ ଟୁ ରେ ପହଂଚି ପାରିଛନ୍ତି ।…

୧୪ ବର୍ଷରେ ସୋଆ ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର () ଜୁଲାଇ ୧୭ ତାରିଖ ରାଜ୍ୟର ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ସୋଆ ବିଶ୍ୱବିଦ୍ୟାଳୟ ୧୪ ବର୍ଷରେ ପଦାର୍ପଣ କରିଛି । ୧୯୫୬ ମସିହା ୟୁଜିସି ଆକ୍ଟର ଧାରା ୩ ଅନୁଯାୟୀ ସୋଆ ବିଶ୍ୱବିଦ୍ୟାଳୟ ୨୦୦୭ ଜୁଲାଇ ୧୭ ତାରିଖ ଦିନ ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କରିଥିଲା । ଆଜି…