Odia News Portal
Browsing Tag

sourav ganguly Admitted in Hospital

ବିସିସିଆଇ ଅଧକ୍ଷ ସୌରଭ ଗାଙ୍ଗୁଲି ଅସୁସ୍ଥ

କୋଲକାତା: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଅସୁସ୍ଥ | ବିସିସିଆଇ ଅଧ୍ୟକ୍ଷ ତଥା ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ହୃଦଘାତର ଶିକାର ହୋଇଥିବା ସୂଚନା ମିଳିଛି । ଛାତିରେ ଯନ୍ତ୍ରଣା ଅନୁଭବ କାରଣରୁ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭର୍ତ୍ତି…