ବିସିସିଆଇର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ସୌରଭ
ନୂଆଦିଲ୍ଲୀ() ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର (ବିସିସିଆଇ) ସଭାପତି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୌରଭ ଗାଙ୍ଗୁଲି। ।ସୌରଭ ଦାୟିତ୍ୱ ନେବା ପରେ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସନିକ କମିଟି (ସିଓଏ)ର ୩୩ମାସ ଧରି ଚାଲିଥିବା ଶାସନ ଯୁଗ ଶେଷ ହୋଇଛି। ବିସିସିଆଇର…
