Odia News Portal
Browsing Tag

south star varun tej

ସାଉଥ ଅଭିନେତା ବରୁଣ ତେଜଙ୍କୁ କରୋନା

ସାଉଥ ସୁପରଷ୍ଟାର ରାମ ଚରଣଙ୍କ ପରେ ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବରୁଣ ତେଜ କୋନିଡେଲା । ତେଲୁଗୁ ଅଭିନେତା ବରୁଣ ତେଜ କୋନିଡେଲାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏନେଇ ନିଜେ ବରୁଣ ସୋସିଆଲ ମିଡ଼ିଆରେ ଏକ ପୋଷ୍ଟ ସେୟାର କରି ସୂଚନା ଦେଇଛନ୍ତି । ସେ ସୋସିଆଲ ମିଡିଆରେ…