ବାଚସ୍ପତିଙ୍କ ଚ୍ୟାମ୍ବର ଘେରାଉ କଲେ ବିରୋଧୀ
ଭୁବନେଶ୍ୱର: ତାତିଲେ ବିରୋଧୀ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଚ୍ୟାମ୍ବରୀ କଲେ ଘରାଉ । ଖଣି ଦୁର୍ନୀତି ସଂକ୍ରାନ୍ତରେ ମୁଲତବୀ ପ୍ରସ୍ତାବ ଗ୍ରହଣ ନ କରିବା ପରେ ବିରୋଧୀ ଦଳର ସଦସ୍ୟମାନେ ଏଭଳି କରିଥିବା ଜଣାପଡିଛି ଜ୍ଝ ଯେ ପର୍ୟ୍ୟନ୍ତ ମୁଲତବୀ ପ୍ରସ୍ତାଵକୁ ସମ୍ମତି ପ୍ରଦାନ ନ!-->…