ସ୍ପେଶାଲ ଫୋକସ ଷ୍ଟେଟ ଦାବି କଲେ ନବୀନ
ଭୁବନେଶ୍ବର() ପୂର୍ବାଞ୍ଚଳ ରାଜ୍ୟ ପରିଷଦ ବୈଠକରେ 4ଟି ପ୍ରସଙ୍ଗ ଉଠାଇ ଲେ ନବୀନ। ଜାତୀୟ ସଂହତି ଓ ରାଜ୍ୟ ରାଜ୍ୟ, କେନ୍ଦ୍ର ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଏହି ବୈଠକର ମୂଳ ଉଦ୍ଦେଶ୍ୟ। ଅର୍ଥନୈତିକ ଭିତ୍ତିଭୂମି ଓ ପ୍ରଯୁକ୍ତି ବିଦ୍ୟାକୁ ନେଇ ସମସ୍ତଙ୍କ ମଧରେ ସଂହତି ଆସିବ ଦରକାର।…