ପୁରୀ ଥଇଥାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ
2013 ଥଇଥାନ ନୀତି ସହ ସ୍ବତନ୍ତ୍ର କ୍ଷତିପୂରଣ ଓ ସହାୟତା
ଭୁବନେଶ୍ବର () ଶ୍ରୀମନ୍ଦିରର ସୁରକ୍ଷା ଜୋନ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିରର ସୁରକ୍ଷାକୁ ସର୍ବାଧିକ ଗୁରୁତ୍ବ ଦେଇ ରାଜ୍ୟ ସରକାର ମନ୍ଦିର ଚତୁପାର୍ଶ୍ବରେ ଏକ ସୁରକ୍ଷିତ…
