ପୁରୀର ବିକାଶ ପାଇଁ 265 କୋଟି
ଭୁବନେଶ୍ବର () ପୁରୀ ସହରର ଭିତ୍ତିଭୂମି ବିକାଶ ସମ୍ପର୍କରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ 265 କୋଟି ଟଙ୍କର 5ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଧାମକୁ…
