Odia News Portal
Browsing Tag

SRC Pradeep jena

ଦିନ ୧ଟା ସୁଦ୍ଧା ସରିବ ‘ୟାସ୍’ର ଲ୍ୟାଣ୍ଡଫଲ୍: ଏସ୍‌ଆର୍‌ସି

ଭୁବନେଶ୍ୱର: ବାତ୍ୟା ୟାସ୍ ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବାକୁ ପ୍ରାୟ ୩ରୁ ୪ ଘଣ୍ଟା ଲାଗିବ । ଧାମରାର ଉତ୍ତର ଏବଂ ବାଲେଶ୍ୱରର ଦକ୍ଷିଣରେ ଲ୍ୟାଣ୍ଡଫଲ କରୁଛି ୟାସ । ସକାଳ ୯ଟାରୁ ଏହି ଲ୍ୟାଣ୍ଡଫଲ ଆରମ୍ଭ ହୋଇଥିବା ନେଇ ଆଇଏମଡି ପକ୍ଷରୁ ସୂଚନା…

ବାଲେଶ୍ୱର ଓ ଭଦ୍ରକରେ ଏସଆରସିଙ୍କ ବାତ୍ୟା ପ୍ରସ୍ତୁତି ସମୀକ୍ଷା

ବାଲେଶ୍ଵର: ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟସ୍ ।ତେବେ ଆଇଏମ୍ ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟସ୍ । ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି…

ଆସୁଛି ବାତ୍ୟା ‘ୟଶ୍’: ପ୍ରସ୍ତୁତି ନେଇ ଏସଆରସିଙ୍କ ସୂଚନା

ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମାଡି ଆସୁଛି ବାତ୍ୟା ୟଶ୍। ଏନେଇ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ଟ୍ୱିଟ କରି ସୂଚନା ଦେଇଛି । ଆଜି ସକାଳେ ଏହା ଲଘୁଚାପର ରୂପ ନେଇଥିବା ସମୟରେ ଆଗାମୀ ୨୪…

ସମ୍ଭାବ୍ୟ ବାତ୍ୟା ନେଇ ପ୍ରଶାସନ ପ୍ରସ୍ତୁତ: ଏସ୍‌ଆର୍‌ସି

ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟାଶ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ। ବାତ୍ୟା ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ଆଇଏମ୍‌ଡି ଡିଜି ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଏସ୍‌ଆର୍‌ସି…

ସୁଟିଂ ଉପରେ ଲାଗିଲା ରୋକ୍‌, ବଢ଼ିଲା ନିର୍ମାତାଙ୍କ ଅସୁବିଧା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ ।ଆଉ ଏହା ମଧ୍ୟରେ ଫିଲ୍ମ ଓ ଟେଲିଭିଜନ୍‌ ସିରିଏଲ୍‌ ଜଗତକୁ ଲାଗିଛି ବଡ଼ ଝଟକା । ସଂକ୍ରମଣକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଟେଲିଭିଜନ୍‌ ସିରିଏଲ୍‌ ସୁଟିଂ ଉପରେ ରୋକ୍‌ ଲଗାଇଛନ୍ତି ଏସଆରସି । ରାଜ୍ୟରେ ଇନ୍ ଡୋର୍ ଓ ଆଉଟ୍…

ସପ୍ତାହନ୍ତ ସଟଡାଉନରେ ଘଣ୍ଟାଏ କୋହଳ

*ଘଣ୍ଟାଏ କୋହଳ ସମୟରେ ମର୍ଣ୍ଣିଂ ୱାର୍କ ଓ ସାଇକେଲିଂ କରିପାରିବେ ଲୋକେ | *ଏନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା | *ଶୁକ୍ରବାର ରାତି ୯ଟାରୁ ସୋମବାର ସକାଳ ୫ଟା ଯାଏଁ ଲାଗିବ ଓ୍ୱିକେଣ୍ଡ୍ ସଟଡାଉନ୍ |

ସଟଡାଉନରେ ଏମାନଙ୍କ ଉପରେ ରହିବନି କଟକଣା

*ଅତ୍ୟାବଶ୍ୟକ ସେବାରେ ନିୟୋଜିତ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ | *ବାହାଘରରେ ସର୍ବମୋଟ ୫୦ ଜଣ ଲୋକ ଯୋଗ ଦେଇପାରିବେ | *ବିବାହ ଶୋଭାଯାତ୍ରାକୁ ମଧ୍ୟ ଅନୁମତି ଦିଆଯାଇନି | *ଯାତ୍ରା ରଙ୍ଗମଞ୍ଚ,ଅଙ୍ଗନବାଡ଼ି କେନ୍ଦ୍ର ଆଦିକୁ ମଧ୍ୟ ବନ୍ଦ |