Odia News Portal
Browsing Tag

src

୪ ପ୍ରମୁଖ ନଦୀ ବିପଦସଙ୍କେତ ଉପରେ ପ୍ରବାହିତ

ଭୁବନେଶ୍ୱର() ବନ୍ୟା ବିପଦ ଡାକି ଆଣିଛି ଲଗାଣ ବର୍ଷା । ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ପ୍ରମୁଖ ନଦୀରେ ଜଳସ୍ତର ବଢୁଥିବା ଜଣାଯାଇଛି । ଏବେ ରାଜ୍ୟର ୪ଟି ପ୍ରମୁଖ ନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ଜଣାଯାଇଛି । ସେପଟେ ବନ୍ୟା ପରିସ୍ଥିତି ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ…

ବନ୍ୟା ସ୍ଥିତି ନେଇ ଏସଆରସିଙ୍କ ସୂଚନା

ଭୁବନେଶ୍ୱର() ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ଏସଆରସି କହିଛନ୍ତି ଯେ, ‘ବାଲେଶ୍ୱର ଜିଲ୍ଲାରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି । ଉପରମୁଣ୍ଡା ବର୍ଷା ଯୋଗୁଁ ସୁବର୍ଣ୍ଣରେଖାରେ ଜଳସ୍ତର ବଢୁଛି । ଆସନ୍ତାକାଲି ରାଜଘାଟ ନିକଟରେ…

ଯାଜପୁର ଓ ଭଦ୍ରକରେ ବନ୍ୟା ଆଶଙ୍କା

ଭୁବନେଶ୍ୱର() ଲଗାଣ ବର୍ଷାରେ ବେହାଲ ଉପକୂଳ ଓ ଉତ୍ତର ଓଡ଼ିଶା ।  ଯାଜପୁର ଓ ଭଦ୍ରକର ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ରହିଛି ।  ଆସନ୍ତାକାଲି ସକାଳ ସୁଦ୍ଧା ବୈତରଣୀ ନଦୀ ବନ୍ୟା ସୃଷ୍ଟି କରିପାରେ । ତେବେ ଲଗାଣ ବର୍ଷାକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇ…

ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ, ସତର୍କ ରୁହ

ଭୁବନେଶ୍ୱର()   ଲଘୁଚାପ ଜନିତ ବର୍ଷା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ଜିଲ୍ଲାପାଳମାନଙ୍କୁ  ସତର୍କ କରାଇଛନ୍ତି । ଏନେଇ ଶ୍ରୀ ଜେନା ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ।  ପରିସ୍ଥିତି ଉପରେ ନଜର ରଖିବାକୁ ଶ୍ରୀ ଜେନା ଜିଲ୍ଲାପାଳମାନଙ୍କୁ ନିଦେ୍ର୍ଧଶ…

ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାରକୁ ଭତ୍ତା

ଭୁବନେଶ୍ୱର() କୋଭିଡ ଯୋଦ୍ଧା ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ  ପରିବାର ପାଇଁ  ଶୁକ୍ରବାର ରାଜ୍ୟ ସରକାର ନୂଆ ଘୋଷଣା କରିଛନ୍ତି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ନିଦେ୍ର୍ଧଶନାମା ଜାରି କରିଛନ୍ତି । ତେବେ କ’ଣ ଘୋଷଣା କରାଯାଇଛି  ସେ ସମ୍ପର୍କରେ ଜାଣନ୍ତୁ: ୧- ଡୁ୍ୟଟିରେ ଥାଇ…

କରୋନା ପାଇଁ SRCଙ୍କ ନୂଆ ଗାଇଡଲାଇନ

ଭୁବନେଶ୍ୱର() ବାହାଘରରେ ୧୦ ବର୍ଷରୁ କମ୍‌ ପିଲା ଯୋଗ ଦେଇ ପାରିବେ ନାହିଁ । ସେହିପରି ୬୫ ବର୍ଷରୁ ଅଧିକ ବୟସ୍କ ମଧ୍ୟ ସାମିଲ ହେବେନି ଏଭଳି କାର୍ୟ୍ୟକ୍ରମରେ । ଖାଲି ସେତିକି ନୁହେଁ, ଗର୍ଭବତୀ ମହିଳା, ଅସୁସ୍ଥ ବ୍ୟକ୍ତି ମଧ୍ୟ ଯୋଗ ଦେଇପାରିବେନି । ଏହି କଟକଣାକୁ କଡ଼ାକଡ଼ି ଲାଗୁ କରିବା ପାଇଁ…