ପରିକ୍ରମା ପ୍ରକଳ୍ପ କାନ୍ଥରେ ଆତଙ୍କବାଦୀଙ୍କ ଧମକପୂର୍ଣ୍ଣ ଲେଖା: ତଦନ୍ତ ଆରମ୍ଭ କଲା ପୁଲିସ୍
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବୁଢ଼ୀ ମା ମନ୍ଦିର ପଥର କାନ୍ଥରେ ଆତଙ୍କବାଦୀଙ୍କ ଧମକପୂର୍ଣ୍ଣ ଲେଖାକୁ ନେଇ ପୁରୀ ଏସ୍ପି ପିନାକ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି l ସେ କହିଛନ୍ତି, ଏହି ଘଟଣାକୁ ଗୁରୁତ୍ବର ସହ ନିଆଯାଇଛି l କିଏ ଏବଂ କେଉଁ ଉଦ୍ଦେଶ୍ୟ ନେଇ ଏହି ଧମକପୂର୍ଣ୍ଣ ଲେଖା…