Odia News Portal
Browsing Tag

srimandira

ଶ୍ରୀମନ୍ଦିର ଚତୁଃପାଶ୍ୱର୍ର ସୌନ୍ଦର୍ଯ୍ୟକରଣ ସହ ପରିକ୍ରମା କାର୍ଯ୍ୟ ଆରମ୍ଭ

ଶ୍ରୀକ୍ଷେତ୍ର ହେବ ଐତିହ ସହର । ଦେଶର ଅନ୍ୟାନ୍ୟ ଧର୍ମପୀଠ ଅପେକ୍ଷା ପୁରୀ ଶ୍ରୀମନ୍ଦିର ଦର୍ଶନରେ ଆସୁଥିବା ଭକ୍ତ ତଥା ତୀର୍ଥଯାତ୍ରୀ ମାନେ ପାଇବେ ସ୍ୱତନ୍ତ୍ର ବ୍ୟବସ୍ଥା । ଯାହାକୁ ନେଇ ଏବେଠାରୁ ଆରମ୍ଭ ହୋଇଛି କାର୍ଯ୍ୟ । ଗତ ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତରେ…

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ନିଳାନ୍ଦ୍ରୀ ଭକ୍ତନିବାସରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥିରେ ମହାପ୍ରଭୁଙ୍କ ଜମିଜମା ସହ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରାୟ ୧୯୦ କୋଟି ଟଙ୍କାର ବଜେଟ୍ ଉପରେ ଆଲୋଚନା ହେବ । ଏଥିସହ ସେବାୟତ, ବରିଷ୍ଠ ଅଧିକାରୀ ଓ…

ଆସନ୍ତାକାଲି ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ: ମହାଳୟା ଅମାବାସ୍ୟାରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଆସନ୍ତାକାଲି ଭକ୍ତଙ୍କ ଅତ୍ୟଧିକ ଗହଳି ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତି ନେଇଛନ୍ତି। କେବଳ ଆସନ୍ତାକାଲି ନୁହେଁ, ଚଳିତମାସ ୮ଦିନ ଶ୍ରୀମନ୍ଦିର ବନ୍ଦ ରହିବ। ପୂର୍ବରୁ ଶ୍ରୀମନ୍ଦିର…

ଆଜି ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି

ପୁରୀ: ବାର ମାସରେ ତେର ପର୍ବ । ହେଲେ ଶ୍ରୀକ୍ଷେତ୍ରରେ ସବୁଦିନ ପର୍ବ ପାଳିତ ହୋଇଥାଏ । ମହାପ୍ରଭୁଙ୍କ ରହିଛି ଅନେକ ନୀତି । ଭାଦ୍ରବ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ବିଶେଷ ନୀତି ପାଳିତ ହୋଇଥାଏ । ଏହାକୁ ଋଷି ପଞ୍ଚମୀ ବ୍ରତ ବୋଲି କୁହାଯାଇଥାଏ । ସେହିପରି ଆଜି ହେଉଛି ଋଷି…

ଆସିଲା ଶ୍ରୀମନ୍ଦିରର ନୂଆ ଏସଓପି, ଜାଣନ୍ତୁ କଣ ରହିଛି ଗାଇଡଲାଇନ୍

ପୁରୀ: ଭକ୍ତଙ୍କ ଲାଗି ଖୁସି ଖବର । ଏଣିକି ଶନିବାର ଖୋଲା ରହିବ ଶ୍ରୀମନ୍ଦିର । ପୂର୍ବରୁ ସପ୍ତାହରେ ୫ଦିନ କାଳିଆ ଦର୍ଶନ କରୁଥିବାବେଳେ ଏବେ ୬ଦିନ ଖୋଲା ରହିବ ମନ୍ଦିର । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା । ସାନିଟାଇଜେସନ ଲାଗି କେବଳ ରବିବାର ବନ୍ଦ ରହିବ…

ପୁରୀ ଶ୍ରୀମନ୍ଦିରରେ ଘଟିଛି ଅଭାବନୀୟ ଘଟଣା

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦୀର୍ଘଦିନ ପରେ ପୁରୀ ଜଗନ୍ନାଥ ମନ୍ଦିର ଖୋଲିବାକୁ ଅନୁମତି ମିଳିଥିଲେ ମଧ୍ୟ ବର୍ତ୍ତମାନ କଟକଣାକୁ ପାଳନ କରି ଭକ୍ତମାନେ ଜଗନ୍ନାଥଙ୍କୁ ଦର୍ଶନ କରୁଛନ୍ତି । ହେଲେ ଜଣେ ଭକ୍ତ ଗର୍ଭଗୃହ ମଧ୍ୟକୁ ଯାଇ ରତ୍ନସିଂହାସନ ଛୁଇଁଛନ୍ତି ।ସୁଚନା ଅନୁସାରେ…