ଧୃତରାଷ୍ଟ୍ର ଉପାଖ୍ୟାନ ପରେ ଶ୍ରୀମୟୀଙ୍କ ଭଣ୍ଡ ସନ୍ନ୍ୟାସୀ ବାଣ
ଧୃତରାଷ୍ଟ୍ର ଉପାଖ୍ୟାନ ପରେ ଏବେ ଭଣ୍ଡ ସନ୍ନ୍ୟାସୀ ପ୍ରସଙ୍ଗ ଉଠାଇ ପୁଣି ଥରେ ଚର୍ଚ୍ଚାରେ ବିଜେଡିର ବରିଷ୍ଠ ନେତ୍ରୀ ଶ୍ରୀମୟୀ ମିଶ୍ର। ଏହ ପରୋକ୍ଷରେ ପାଣ୍ଡିଆନ୍ଙ୍କ ସଂପର୍କରେ ଲେଖାଯାଇଥିବା ଚର୍ଚ୍ଚା ହେଉଛି। ପୂର୍ବରୁ ପରୋକ୍ଷରେ ଦଳର ମୁଖିଆଙ୍କୁ କଟାକ୍ଷ କରିଥିବା ପରେ ବି ଚୁପ୍…