Odia News Portal
Browsing Tag

State

୧୬ଟି ପ୍ରସ୍ତାବରେ ରାଜ୍ୟ କ୍ୟାବିନେଟର ମୋହର

ଭୁବନେଶ୍ୱର: ୧୬ଟି ପ୍ରସ୍ତାବକୁ ମିଳିଛି ରାଜ୍ୟ କ୍ୟାବିନେଟ୍ ମୋହର । କ୍ରୀଡ଼ା ଏବଂ ଯୁବ ସେବା, ଜଳ ସମ୍ପଦ, ଅର୍ଥ, ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ଗୃହ, ଶ୍ରମବିଭାଗର ପ୍ରସ୍ତାବକୁ ମଧ୍ୟ ଅନୁମୋଦନ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ…

ଆଜି ୪୦ ମୁଣ୍ଡନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଜନ୍ଖଚ୍ଛ ମୃତ୍ୟୁ ସଂଖ୍ୟା ୪୦ ରହିଛି । ରାଜ୍ୟରେ ଦୈନିକ ସଂକ୍ରମଣ ତଳମୁହାଁ ରହିଥିବାବେଳେ ମୃତ୍ୟୁ ସଂଖ୍ୟା ଶିଖର ଛୁଉଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ…