Odia News Portal
Browsing Tag

Strong earthquake jolts north India

ଉତ୍ତର ଭାରତରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଭୂକମ୍ପ ଝଟକାରେ ଥରିଲା ଉତ୍ତର ଭାରତ। ଶୁକ୍ରବାର ରାତିରେ ଦିଲ୍ଲୀ-ଏନସିଆର୍ ଅଞ୍ଚଳରେ ଭୂକମ୍ପର ଝଟକା ଦେଖିବାକୁ ମିଳିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ବୋଲି ମପାଯାଇଛି । ଭୂମିକମ୍ପର ପ୍ରଭାବ ହରିୟାଣା, ରାଜସ୍ଥାନ, ଜାମ୍ମୁ କାଶ୍ମୀରରେ ପଡ଼ିଛି। ଭୂକମ୍ପର କେନ୍ଦ୍ର