ଛାତ୍ରୀଙ୍କୁ ମାଡ ଅଭିଯୋଗରେ ଶିକ୍ଷକ ଅଟକ
ଇଂରାଜୀ ଶିକ୍ଷକଙ୍କ ମାଡ଼ରେ ଛାତ୍ରୀ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ୍ ସୁବର୍ଣ୍ଣରେଖା ହାଇସ୍କୁଲ୍ରେ। ଏନେଇ ଅଭିଯୋଗ ହେବା ପରେ ପୁଲିସ ସାରଙ୍କୁ ଅଟକ ରଖି ପଚରାଉଚରା କରିଛି।
ଶିକ୍ଷକଙ୍କ ମାଡ଼ରେ ଗୁରୁତର ହୋଇପଡ଼ିଥିବା ଛାତ୍ରୀଙ୍କ ନାଁ…