ସୁବାସ ଚୌହାନଙ୍କ ପରଲୋକ
ଭୁବନେଶ୍ୱର() ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଆଜି ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମାତ୍ର ୫୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ସେ ଉଭୟ ଲିଭର କ୍ୟାନ୍ସର ଓ ହୃଦଘାତରେ ପୀଡିତ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ୨୦୧୯ ମାର୍ଚ୍ଚ…