ଆଇଟି ଫାର୍ମ ପାଇଁ କରୋନା ସତର୍କତା
ଭୁବନେଶ୍ୱର() ଆଇଟି ଫାର୍ମ ଗୁଡିକୁ କମିସନରେଟ ପୁଲିସ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ଭୁବନେଶ୍ୱର ଓ କଟକରେ ଥିବା ଫାର୍ମଗୁଡିକୁ ନୋଟିସ କରାଯାଇଛି । ବିଦେଶ ଯାଇଥିବା କର୍ମଚାରୀଙ୍କୁ ଅଫିସ ନଯିବାକୁ ପରାମର୍ଶ ଦିଆଯାଇଛି । ୧୪ ଦିନ ପାଇଁ ଘରେ ରହି କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି…
