Odia News Portal
Browsing Tag

sum-hospital

ବିରଳ ଓ ଜଟିଳ ଅସ୍ତ୍ରୋପଚାର କରି ଆଉ ଏକ ସଫଳତା ସାଉଁଟିଲେ ସମ୍ ନ୍ୟୁରୋସର୍ଜନ

ଭୁବନେଶ୍ୱର: ବିରଳ ଓ ଜଟିଳ ଜ୍ୟାଂଟ ଆନ୍ୟୁରିଜିମ୍ ସମସ୍ୟାରେ ପୀଡ଼ିତ ଥିବା ୧୮ ବର୍ଷ ଯୁବକଙ୍କର ଅସ୍ତ୍ରୋପଚାର କରି ଆଉ ଏକ ସଫଳତା ହାସଲ କରିଛନ୍ତି ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସ୍ ଆଣ୍ଡ ସମ ହସ୍ପିଟାଲର ନ୍ୟୁରୋସର୍ଜନ୍ । ବିଶ୍ୱରେ ବର୍ତମାନ ପର୍ଯ୍ୟନ୍ତ ଏହି ସମସ୍ୟାରେ ପୀଡ଼ିତ…

ପ୍ରଦୂଷଣ ଯୋଗୁଁ ବହୁଳ ମାତ୍ରାରେ ବଢ଼ୁଛି ସିଓପିଡି ସମସ୍ୟା

ଭୁବନେଶ୍ୱର : ପରିବେଶ ପ୍ରଦୂଷଣ ଯୋଗୁଁ ଦିଲ୍ଲୀରେ ବର୍ତମାନ ଲକଡାଉନ୍ ଘୋଷଣା କରିବାର ପରିସ୍ଥିତି ଉପୁଜିଥିବା ବେଳେ କ୍ରନିକ୍ ଅବ୍ଷ୍ଟ୍ରକ୍ଟିଭ୍ ପଲ୍ମୁନାରୀ ଡିଜିଜ୍ (ସିଓପିଡି) ସମସ୍ୟାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି । ମୁଖ୍ୟତଃ ବାୟୁ ପ୍ରଦୂଷଣ ଯୋଗୁଁ ସିଓପିଡି ରୋଗୀଙ୍କ ସଂଖ୍ୟା ବୃଦ୍ଧି…

ସମ୍ ହସ୍ପିଟାଲରେ ବିଶ୍ୱ ମଧୁମେହ ଦିବସ ପାଳିତ

ଭୁବନେଶ୍ୱର: କୋଭିଡ୍ ମହାମାରୀ ଗତ ଦୁଇ ବର୍ଷ ଧରି ସାରା ବିଶ୍ୱକୁ ଆକ୍ରାନ୍ତ କରି ରଖିଥିବା ବେଳେ ମଧୁମେହ ରୋଗକୁ ନେଇ ବିଶେଷଜ୍ଞମାନେ ଉଦ୍ବେଗଜଜନକ ତଥ୍ୟ ପ୍ରକାଶ କରିଛନ୍ତି । ମଧୁମେହ ରୋଗ ଥିବା ବ୍ୟକ୍ତିଙ୍କୁ କୋଭିଡ୍ -୧୯ ଅଧିକ ଆକ୍ରାନ୍ତ କରୁ ଥିବାର ଲକ୍ଷ୍ୟ କରାଯାଇଥିବା ବେଳେ ଏହି…

ପୂର୍ବ ଭାରତରେ ପ୍ରଥମ, ସମ୍ ହସପିଟାଲରେ ଅତ୍ୟାଧୁନିକ ଅଟୋମେଟେଡ୍ ସିବିସି ଆନାଲାଇଜର ଉପଲବ୍ଧ

ଭୁବନେଶ୍ୱ ର : ଉତମ ରୋଗୀ ସେବା କ୍ଷେତ୍ର ରେ ସବୁବେଳେ ଆଗଧାଡ଼ ିରେ ରହି ନୂତନ ଜ୍ଞ୍ୟାନ କୌଶଳ ସମ୍ପନ୍ନ ଓ ଅତ୍ୟାଧୁନିକ ସରଞ୍ଜାମ ଆପଣେଇବାରେ ଅଗ୍ର ଣୀ ଥିବା ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସପିଟାଲ ଲାବୋରେଟୋରୀ ହେମାଟୋଲୋଜି କ୍ଷେତ୍ରରେ ଏକ ବଡ ପଦକ୍ଷେପ ନେଇଛି ।…

ସମ୍‌ ହୃଦରୋଗ ବିଶେଷଜ୍ଞଙ୍କ ପ୍ରଚେଷ୍ଟା, ସଫଳ ଉପଚାର ଯୋଗୁଁ ନୂଆ ଜୀବନ ପାଇଲା ନବଜାତ ଶିଶୁ

ଭୁବନେଶ୍ୱର : ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଡାକ୍ତରଙ୍କର ସଫଳ ଉପଚାର ଫଳରେ ନୂଆ ଜୀବନ ପାଇଛି ୪ ଦିନର ଶିଶୁ କନ୍ୟା । ଡେକ୍ସଟ୍ରୋ-ଟ୍ରାନ୍ସପୋଜିସନ୍‌ ଅଫ୍‌ ଦି ଗ୍ରେଟ୍‌ ଆର୍ଟେରୀଜ୍‌ (ଡି-ଟିଜିଏ)ଭଳି ହୃଦରୋଗ ସହିତ ଜନ୍ମ ନେଇଥିବା ଶିଶୁଟିକୁ…

ଶିଶୁର ଛାତିରୁ ୫୦୦ ଗ୍ରାମର ଟ୍ୟୁମର୍ ବାହାର କଲେ ସମ୍ ସର୍ଜନ

ଭୁବନେଶ୍ୱର: ୬ମାସର ଶିଶୁର ଛାତିରୁ ୫୦୦ ଗ୍ରାମ ଓଜନର ଏକ ବଡ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସର୍ଜନମାନେ । ସାଢ଼େ ୮ କେଜି ଓଜନର ଏହି ଶିଶୁ ପୁତ୍ରଟିର ଗତ ୭- ୮ ମାସ ହେବ ଓଜନ କମିବା ସହିତ ସେ ଖୁବ୍ ରୋଗିଣା…

ପଞ୍ଜାବ ନ୍ୟାସ୍‌ନାଲ ବ୍ୟାଙ୍କ ପକ୍ଷରୁ ଆଇଏମ୍‌ଏସ୍ ଏବଂ ସମ ହସ୍ପିଟାଲକୁ ସହାୟତା

କୋଭିଡ ମହାମାରୀ ସମୟରେ ସତର୍କତା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଇଏମ୍‌ଏସ୍‌ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ସହାୟତାର ହାତ ବଢ଼ାଇଛି ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ଚିକିତ୍ସା ପାଇବା ନିମନ୍ତେ ପ୍ରତ୍ୟେକ ଦିନ ବହୁ…

ସମ୍ ହସ୍ପିଟାଲରେ ଜନସାଧାରଣଙ୍କ ପାଇଁ କୋଭିସିଲ୍ଡ ଟୀକା ଉପଲବ୍ଧ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାକୁ ସବୁଠାରୁ ଗୁରୁତ୍ୱ ଦେଉଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲରେ ଜନସାଧାରଣଙ୍କର ସ୍ୱାସ୍ଥ୍ୟ ସେବା ଓ ସୁବିଧାକୁ ଦୃଷ୍ଟିରେ ରଖି କୋଭିସିଲ୍ଡ ଟୀକା ପ୍ରଦାନ କରାଯାଉଛି । ସେରମ…

ସମ୍ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ୪୧ ବର୍ଷିୟ ଜଣେ ବ୍ୟକ୍ତିଙ୍କର ଶରୀରରେ ବିରଳ ଅସ୍ତ୍ରୋପଚାର କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲର ଶଲ୍ୟ ଚିକିତ୍ସକ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚୁ୍ୟଟ୍ ଅଫ ମେଡିକାଲ ଆଣ୍ଡ ସମ୍ ହସ୍ପିଟାଲରେ ଭର୍ତି ହୋଇଥିବା ଏହି ରୋଗୀଙ୍କର ବାମପଟ ଆଡି୍ରନାଲ୍…