Odia News Portal
Browsing Tag

sum-hospital

ସମ୍ ଅଲ୍ଟିମେଟ୍ ମେଡିକେୟାର ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ବିଭିନ୍ନ କ୍ଷେତ୍ରରେ ଜନସାଧାରଣଙ୍କୁ ସାହାଯ୍ୟ କରିଥିବା କେତେକ ବରିଷ୍ଠ ନାଗରିକଙ୍କୁ ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ବରିଷ୍ଠ ନାଗରିକ ସଂଘ, ଓଡ଼ିଶା ଶାଖାରସଦସ୍ୟାମାନେ ମହାମାରୀ ସମୟରେଲୋକମାନଙ୍କୁ ଜରୁରୀକାଳୀନ ସେବା…

ସମ୍‌ ହସ୍ପିଟାଲ୍‌ରେ ଆଇଡି-ନାଟ୍ ମେସିନ୍‌ର ଶୁଭାରମ୍ଭ

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ସ୍ୱାସ୍ଥ୍ୟ ଅନୁଷ୍ଠାନ ଭାବେ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ପୋଷ୍ଟ ଗ୍ରାଜୁଏଟ୍‌ ଡିପାର୍ଟମେଣ୍ଟ୍‌ ଅଫ୍‌ ଟ୍ରାନ୍ସଫ୍ୟୁଜନ୍‌ ମେଡିସିନ୍‌ରେ ସୁରକ୍ଷିତ ରକ୍ତ ଅର୍ନ୍ତକ୍ଷେପଣ ନିମନ୍ତେ ଆଇଡି-ନାଟ୍‌ ବ୍ଲଡ୍‌…

ସମରେ କରୋନାକୁ ପରାସ୍ତ କଲେ ୯୭ ବର୍ଷୀୟ ବୟୋଜ୍ୟେଷ୍ଠ

ଭୁବନେଶ୍ୱର()  କରୋନାକୁ ପରାସ୍ତ କରୁଛନ୍ତି ବୟୋଜ୍ୟେଷ୍ଠ ଏବଂ ହାର ମାନୁଛି କରୋନା । ଉପଯୁକ୍ତ ଚିକିତ୍ସା ଓ ଯତ୍ନ ମିଳିଲେ ପରିଣତ ବୟସରେ ପହଂଚିଥିବା ବ୍ୟକ୍ତିମାନେ ଯେ କରୋନାରୁ ସୁସ୍ଥ ହୋଇପାରିବେ ଏକଥା ପୁଣି ଥରେ ପ୍ରମାଣିତ ହୋଇଛି ସମ୍ କୋଭିଡ ହସ୍ପିଟାଲ୍‌ରେ । ସମ୍ କୋଭିଡ୍ ହସ୍ପିଟାଲ୍‌ରୁ…

କରୋନା ପରୀକ୍ଷା ପାଇଁ ସମ ହସ୍ପିଟାଲକୁ ଅନୁମତି

ଭୁବନେଶ୍ୱର() ଆଇଏମଏସ ଓ ସମ ହସ୍ପିଟାଲ ସହ ଯୋଡି ହୋଇଯାଇଛି ଆଉ ଏକ ବଡ ସଫଳତା । ଓଡ଼ିଶାରେ କୋଭିଡ ପରୀକ୍ଷା ନିମନ୍ତେ ଇଣ୍ଡିଆନ୍ କାଉନସିଲ୍ ଫର୍ ମେଡିକାଲ ରିସର୍ଚ୍ଚ ସମ୍ କୁ ମନୋନୀତ କରିଛି। ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ 1000 ଶଯ୍ୟା ବିଶିଷ୍ଟ ଏହି ଟିଚିଙ୍ଗ…

ସମ୍ ହସ୍ପିଟାଲରେ ପ୍ରଥମ ଏଣ୍ଡୋସ୍କୋପିକ୍ ବେଲୁନ୍ ୟୁଷ୍ଟୋସାନ୍ ଟୁ୍ୟବୋପ୍ଲାଷ୍ଟି ପ୍ରକି୍ରୟାରେ ଚିକିତ୍ସା

ଭୁବନେଶ୍ୱର() ଓଡ଼ିଶାରେ ପ୍ରଥମ ଥର ପାଇଁ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେନ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ଏଣ୍ଡୋସ୍କୋପିକ୍ ବେଲୁନ୍ ୟୁ୍ଷ୍ଟେସାନ୍ ଟୁ୍ୟବୋପ୍ଲାଷ୍ଟି ପ୍ରକ୍ରିୟାରେ କର୍ଣ୍ଣନଳୀରେ ଉପୁଜୁଥିବା ବ୍ୟାଧିର ଚିକିତ୍ସା…

ସମ ରାଜ୍ୟର ସବୁଠାରୁ ସୁଲଭ ଘରୋଇ ହସ୍ପିଟାଲ୍ ଭାବେ ସମ୍ମାନିତ

ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ରାଜ୍ୟର ସବୁଠାରୁ ସୁଲଭ ଘରୋଇ ହସ୍ପିଟାଲ୍ । ଟିଭି ଚ୍ୟାନେଲ୍ ଜୀ ଓଡ଼ିଶା ପକ୍ଷରୁ ଆୟୋଜିତ ହେଲ୍ଥ କନ୍କ୍ଲେଭ୍ରେ ସମ୍ ହସ୍ପିଟାଲ୍କୁ ମଙ୍ଗଳବାର…