ସମ୍ କୋଭିଡ୍ ହସ୍ପିଟାଲରେ ସଫଳ ଅସ୍ତ୍ରୋପଚାର, ସୁସ୍ଥ ହେଲେ ୧୧ ବର୍ଷର ବାଳିକା
ଭୁବନେଶ୍ୱର: କୋଭିଡ୍ ସଂକ୍ରମିତ ଜଣେ ୧୧ ବର୍ଷୀୟ ବାଳିକାଙ୍କର ସମ୍ କୋଭିଡ୍ ହସ୍ପିଟାଲ୍ରେ ସଫଳ ଅସ୍ତ୍ରୋପଚାର କରାଯାଇଛି । ଆପେଣ୍ଡିସାଇଟିସ୍ ସମସ୍ୟା ଥିବା ଏହି ବାଳିକାଙ୍କର ଅସ୍ତ୍ରୋପଚାର କରି ତାଙ୍କୁ ସୁସ୍ଥ କରିଛନ୍ତି ସମ୍ ଶିଶୁରୋଗ ଅସ୍ତ୍ରୋପଚାର ବିଭାଗର ଡାକ୍ତର । ଭୁବନେଶ୍ୱ ର ପଟିଆ!-->…