Odia News Portal
Browsing Tag

Sum

ସମରେ ବିଶ୍ୱ ନିମୋନିଆ ଦିବସ ପାଳିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡି କାଲ ସାଇନସେସ୍ଆଣ୍ଡ ସମ୍ ହସପିଟାଲର ଶିଶୁ ରୋଗ ବିଭାଗ ପକ୍ଷରୁ ବିଶ୍ୱ ନିମୋନିଆ ଦିବସ ପାଳିତ ହୋଇଯାଇଛି । ଶିଶୁ ମାନଙ୍କୁ କିଭଳି ନିମୋନିଆ ରୋଗରୁ ରକ୍ଷା କରାଯାଇପାରିବ, ଠି କ୍ ସମୟରେ ଟୀକାକରଣ କରାଯିବ…

ଗୁରୁତର ଭାବେ ପୋଡି ହୋଇଯାଇଥିବା ବାଳକର ଜୀବନ ବଂଚାଇଲେ ସମ୍ ଡାକ୍ତର

ଭୁବନେଶ୍ୱର: ବାଣ ଫୁଟାଇବା ବେଳେ ଗୁରୁତର ଅଗ୍ନିକାଣ୍ଡରେ ପୋଡି ହୋଇଯାଇଥିବା ଏକ ୭ ବର୍ଷର ବାଳକର ଜୀବନ ବଂଚାଇଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡାକ୍ତର । ପ୍ରାୟ ଏକ ମାସ ତଳେ ବାଣ ସହ ଖେଳୁଥିବା ବେଳେ ବାଳକଟି ସହ ଏଭଳି ଦୁର୍ଘଟଣା ଘଟିଥିଲା ।…

ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହେଲେ ବର୍ଷକର ଶିଶୁ, ଭେଂଟିଲେଟରରେ ଥିଲେ ଆଠ ଦିନ

ଭୁବନଶ୍ୱର, : କରୋନା ମହାମାରୀର କରାଳ ଛାୟା ଶିଶୁମାନଙ୍କୁ ଅଧିକ ପ୍ରଭାବିତ କରିବା ସମ୍ଭାବନା ରହିଥିବା ବେଳେ ସମ୍ କୋଭିଡ୍ ହସ୍ପିଟାଲ୍ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଗୁରୁତର ହୋଇପଡ଼ିଥିବା ବର୍ଷକର ଶିଶୁ । କରୋନା ସଂକ୍ର ମିତ ଶିଶୁଟି ଦୀର୍ଘ ୮ ଦି ନ ଧରି ଭେଂଟିଲେଟରରେ ରହିବା ପରେ ସୁସ୍ଥ…

ସମରେ କୋଭିଡରୁ ସୁସ୍ଥ ହେଲେ ୯୪ ବର୍ଷୀୟ ବୃଦ୍ଧ

ଭୁବନେଶ୍ୱର: ସମ୍ କୋଭିଡ ହସ୍ପିଟାଲ୍ରେ କୋଭିଡ୍-୧୯ କୁ ପୁଣି ପରାସ୍ତ କଲେ ଜଣେ ବୟୋଜ୍ୟେଷ୍ଠ । ପୁରୀ ଅଂଚଳର ୯୪ ବର୍ଷୀୟ ବୃଦ୍ଧ ସୁରଥ ରାଉତରାୟ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କୋଭିଡ ସଂକ୍ରମିତ ହେବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱର ସମ୍ କୋଭିଡ ହସ୍ପିଟାଲ୍ରେ ଗତ…

ଇତିହାସ ରଚିଲା ସମ୍ , ଓଡ଼ିଶାର ଦ୍ୱିତୀୟ ଥର ପାଇଁ ସମ୍ ହସ୍ପିଟାଲରେ ସଫଳ ଯକୃତ ପ୍ରତ୍ୟାରୋପଣ

ଭୁବନେଶ୍ୱର() ଓଡ଼ିଶାର ଡାକ୍ତରୀ ଇତିହାସରେ ଦ୍ୱିତୀୟ ଥର ପାଇଁ ସଫଳତାର ସହ ଯକୃତ ପ୍ରତ୍ୟାରୋପଣ କରାଯାଇ ପାରିଛି । ଶିକ୍ଷା ଓ ଅନୁସନ୍ଧାନ ଡିମଡ୍ ଟୁ ବି ୟୁନିଭର୍ସିଟି ପରିଚାଳିତ ଇନଷ୍ଟିଚୁ୍ୟଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସ୍ପିଟାଲରେ ରବିବାର ଦିନ ଦ୍ୱିତୀୟ ଥର ପାଇଁ ସଫଳତାର ସହ…

ସମ୍‌ରେ ଅତ୍ୟାଧୁନିକ ଏଣ୍ଡୋସର୍ଜରୀ ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶଲ୍ୟ ଚିକିତ୍ସା ବିଭାଗ ଅଧିନରେ ଅତ୍ୟାଧୁନିକ ଏଣ୍ଡୋସର୍ଜରୀ ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଏହି ବିଭାଗରେ ତିନୋଟି…

୧୨ ମାସ ଶିଶୁର ଶ୍ୱାସନଳୀରୁ ବାହାରିଲା ଆତ ମଞ୍ଜି, ସମ୍ ଅଲ୍ଟିମେଟ୍ ମେଡିକେୟାର ବିଶେଷଜ୍ଞଙ୍କ ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର() ସମ୍ ଅଲ୍ଟିମେଟ୍ ମେଡିକେୟାର ସର୍ଜନଙ୍କ ଦ୍ୱାରା ପୁଣି ସଫଳତାର ସହ ସମ୍ପାଦିତ ହୋଇଛି ଏକ ଜଟିଳ ଅସ୍ତ୍ରୋପଚାର । ଏକ ୧୨ ମାସର ଶିଶୁର ଶ୍ୱାସନଳୀରୁ ଏଣ୍ଡୋସ୍କୋପିକ୍ ପଦ୍ଧତିରେ ବାହାର କରାଯାଇଛି ଆତ ମଞ୍ଜି । ଏହି ମଞ୍ଜି ଅଟକିଥିବା ଯୋଗୁଁ ଶିଶୁର ଜୀବନ ସଙ୍କଟାପନ୍ନ ହୋଇପଡିଥିଲା…

କରୋନାକୁ ପରାସ୍ତ କଲେ୯୨ ବର୍ଷୀୟା ବୟୋଜ୍ୟେଷ୍ଠା, ସମ୍ କୋଭିଡ ହସ୍ପିଟାଲ୍‌ରେ ହେଲେ ସୁସ୍ଥ

ଭୁବନେଶ୍ୱର() ଉପଯୁକ୍ତ ଚିକିତ୍ସା, ଯତ୍ନ ଓ ସେବା ଫଳରେ କରୋନା ଭଳି ଭୟଙ୍କର ବ୍ୟାଧିରୁ ମଧ୍ୟ ସୁସ୍ଥ ହୋଇପାରିବେ ବରିଷ୍ଠ ନାଗରିକମାନେ । ଏହି କଥାକୁ ପୁଣି ଥରେ ପ୍ରମାଣିତ କରିପାରିଛି ସମ୍ କୋଭିଡ ହସ୍ପିଟାଲ୍ । କରୋନାକୁ ପରାସ୍ତ କରିଛନ୍ତି ଜଣେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା । କରୋନା…

ସମରେ ପ୍ଲାଷ୍ଟିକ୍ସର୍ଜରୀ ଦ୍ୱାରା ଯୋଡା ହେଲା ୯ ବର୍ଷ ବାଳକର କଟା ଅଙ୍ଗୁଳି

ଭୁବନେଶ୍ୱର() ଯୋଡି ହେଲା ୯ ବର୍ଷର ବାଳକର କଟି ଯାଇଥିବା ଅଙ୍ଗୁଳି । ସମ୍ ହସ୍ପିଟାଲ୍ ଡାକ୍ତରଙ୍କର ସଫଳ ଅସ୍ତେ୍ରାପଚାର ଯୋଗୁଁ ନିଜ ଅଙ୍ଗୁଳିଟିକୁ ଫେରିପାଇଲା ବାଙ୍କି ଡମ୍ପଡା ଅଂଚଳର ରାମଚନ୍ଦ୍ର ବେହେରାଙ୍କ ୯ ବର୍ଷର ପୁଅ ରିତିସ ରଞ୍ଜନ ବେହେରା । ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି…

ସମ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ଭୁବନେଶ୍ୱର()  କରୋନା ମହାମାରୀର ମୁକାବିଲା ନିମନ୍ତେ କୋଭିଡ-୧୯ ଭ୍ୟାକସିନ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲରେ ଆରମ୍ଭ ହେବ | ଏହି ସ୍ୱଦେଶୀ ଟୀକାକୁ ଭାରତ ବାୟୋଟେକ ଓ ଇଣ୍ଡିଆନ କାଉନସିଲ ଅଫ…