Odia News Portal
Browsing Tag

Sum

ସମ୍‌ରେ କୋଭିଡ କୁ ପରାସ୍ତ କଲେ ୯୦ ବର୍ଷୀୟ କ୍ୟାନ୍ସର ରୋଗୀ

ଭୁବନେଶ୍ୱର() କ୍ୟାନ୍ସରରେ ଆକ୍ରାନ୍ତ ଏବଂ କରୋନା ସଂକ୍ରମିତ ଜଣେ ୯୦ ବର୍ଷୀୟ ବୃଦ୍ଧ କୋଭିଡକୁ ପରାସ୍ତ କରିଛନ୍ତି । ସମ୍ କୋଭିଡ ହସ୍ପିଟାଲ୍‌ରୁ କରୋନା ମୁକ୍ତ ହୋଇଛନ୍ତି ଶ୍ରୀ ମୁରଲୀଧର ଶତପଥୀ । ଗଳା କର୍କଟ ରୋଗରେ ଗତ ମାର୍ଚ୍ଚ ମାସରୁ ପୀଡିତ ଥିବା ଏହି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କର…

ସମ୍ କୋଭିଡ ହସ୍ପିଟାଲରୁ ପୁଣି ସୁସ୍ଥ ହେଲେ ୮୬ ବର୍ଷୀୟା ମହିଳା

ଭୁବନେଶ୍ୱର() ଉପଯୁକ୍ତ ଉତମ ଚିକିତ୍ସା, ଯତ୍ନ ଓ ସେବା ଫଳରେ ସମ୍ କୋଭିଡ୍ ହସ୍ପିଟାଲରୁ ନିୟମିତ ଭାବେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରୁଥିବା ବେଳେ ପୁଣି ଜଣେ ବୟୋଜ୍ୟେଷ୍ଠ ମହିଳା ଏହି ମାରାତ୍ମକ ଭାଇରସ୍କୁ ପରାସ୍ତ କରିଛନ୍ତି । ଢେଙ୍କାନାଳର ୮୬ ବର୍ଷୀୟା…

ସମ କୋଭିଡ ହସ୍ପିଟାଲ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର() ସମ କୋଭିଡ ହସ୍ପିଟାଲ ର ଚିକିତ୍ସା ତଥା ଡାକ୍ତରଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଏହି ହସ୍ପିଟାଲର ଦାୟିତ୍ବରେ ଥିବା ଡାକ୍ତରମାନେ ଯେଉଁଭଳି ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ ସଂପାଦନ କରୁଛନ୍ତି ଏଥିରେ ସେ…

ପୁଣି କରୋନା ପରାସ୍ତ: ୮୬ ବର୍ଷିୟା ମହିଳା ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ

ଭୁବନେଶ୍ୱର()  ଜଣେ ୮୬ ବର୍ଷିୟା ମହିଳା କରୋନା ସଂକ୍ରମଣରୁ ସୁସ୍ଥ ହୋଇ ପୁଣି ଥରେ ଭୟର ବାତାବରଣ ଭିତରେ ଆଶ। ସଂଚାର କରିଛନ୍ତି । ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୟୋଜ୍ୟେଷ୍ଠା ମହିଳା ସତ୍ୟଭାମା ଦାସ । କରୋନା ସଂକ୍ରମିତ ହେବା ପରେ ଗତ ସେପ୍ଟେମ୍ବର ୨୯ ତାରିଖରେ…

ସମ୍ କୋଭିଡ୍ ହସ୍ପିଟାଲରୁ କରୋନାକୁ ପରାଜିତ କଲେ ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ

ଭୁବନେଶ୍ୱର()  ସାରା ବିଶ୍ୱରେ ଜାରି ରହିଥିବା କୋଭିଡ -୧୯ ମହାମାରୀ ସହ ଲଢ଼ି ଏହାକୁ ପରାଜିତ କରିଛନ୍ତି ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ । ସମ୍ କୋଭିଡ ହସ୍ପିଟାଲରେ ସଫଳ ଚିକିତ୍ସା ପାଇବା ପରେ ଏହି ବର୍ଷୀୟାନ୍ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଚାରିଆଡେ ଆନନ୍ଦର ଲହରୀ…

ସମ୍ ଅଲ୍ଟିମେଟ ମେଡିକେୟାରର ସ୍କଲ ବେସ୍ ସର୍ଜରୀ ବିଶେଷଜ୍ଞଙ୍କ ବିରଳ ଅସ୍ତ୍ର୍ରୋପଚାର

ଭୁବନେଶ୍ୱର() ସମ୍ ଅଲ୍ଟିମେଟ୍ ମେଡିକେୟାରର ସ୍କଲ ବେଶ୍ ସର୍ଜରୀ ବିଶେଷଜ୍ଞଙ୍କର ବିରଳ ଅସ୍ତ୍ର୍ରୋପଚାର । ଜଣେ ମଧ୍ୟ ବୟସ୍କ ବ୍ୟକ୍ତିଙ୍କର ନାସାରନ୍ଧ୍ରରୁ ଏକ ଟୁ୍ୟମରକୁ ଆଧୁନିକ ଅସ୍ତେ୍ରାପଚାର ଦ୍ୱାରା ସଫଳତାର ସହ ବାହାର କରାଗଲା । ନାସାରନ୍ଧ୍ରଟି ମସ୍ତିଷ୍କ ସହ ଜଡିତ ଥିବା ବେଳେ ମିନିମାଲ୍…

ସମ୍ ଅଲ୍ଟିମେଟ ମେଡିକେୟାରରେ ଦୁଇଟି ସଫଳ କିଡ୍‌ନୀ ପ୍ରତ୍ୟାରୋପଣ

ଭୁବନେଶ୍ୱର()  କରୋ ମହାମାରୀ ସମୟରେ ରୋଗୀଙ୍କୁ ଉତ୍କୃଷ୍ଟ ସେବା ଯୋଗାଇ ଆସୁଛି ସମ୍ ଅଲ୍ଟିମେଟ୍ ମେଡିକେୟାର ।  ଏହି ଜଟିଳ ପରିସ୍ଥିତରେ ନିକଟରେ ସମ୍ମମ୍‌ରେ ଦୁଇଟି କିଡ୍‌ନୀ ପ୍ରତ୍ୟାରୋପଣ ସଫଳତାର ସହ କରାଯାଇଛି । ଉଭୟ ରୋଗୀ ଜଟିଳ କିଡ୍‌ନୀ ରୋଗର ପଂଚମ ସ୍ତରରେ ଥିବାରୁ ସେମାନଙ୍କର…

ସମ୍ ଡାକ୍ତରଙ୍କ ସଫଳ ଚିକିତ୍ସା ଜଟିଳ ହୃଦରୋଗରୁ ସୁସ୍ଥ ହେଲେ ବୟୋଜ୍ୟେଷ୍ଠ

ଭୁବନେଶ୍ୱର() ଜଟିଳ ହୃଦରୋଗ ସମସ୍ୟାରୁ ସୁସ୍ଥ ହେଲେ ଜଣେ ୭୨ ବର୍ଷୀୟ  ବୟୋଜ୍ୟେଷ୍ଠ । ହସ୍ପିଟାଲର ହୃଦରୋଗ ବିଭାଗର ଡାକ୍ତରଙ୍କ ସଫଳ ଉଦ୍ୟମ ଓ କଠୋର ପରିଶ୍ରମ ଫଳରେ ସାଲେପୁର ଅଂଚଳର ୭୨ ବର୍ଷୀୟ ରତ୍ନାକର ବାରିକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗତ ଅଗଷ୍ଟ ୨୨ ତାରିଖ ଦିନ ଗୁରୁତର ହୃଦରୋଗ…

କରୋନାକୁ ହରାଇଲେ ୯୧ ବର୍ଷୀୟ ବରିଷ୍ଠ ନାଗରିକ

ଭୁବନେଶ୍ୱର()  କରୋନା ମହାମାରୀ ସହ ଯୁଦ୍ଧ କରି ଏହି ଅଦୃଶ୍ୟ ଶତ୍ରୁକୁ ପରାସ୍ତ କଲେ୯୧ ବର୍ଷୀୟ ଜଣେ ବରିଷ୍ଠ ନାଗରିକ । ଭୁବନେଶ୍ୱର ସ୍ଥିତ ସମ୍ କୋଭିଡ ହସ୍ପିଟାଲ୍‌ରୁସୁସ୍ଥ ହୋଇ ଘରକୁ ଫେରିଛନ୍ତି ଧିରେନ୍ଦ୍ର ନାଥ ଦାସ । ଶରୀରରେ ଅନେକ ସମସ୍ୟାଥିବା ସତ୍ୱେ ସମ୍ କୋଭିଡ ହସ୍ପିଟାଲ୍‌ରେ…

ସମ୍ କୋଭିଡ ଓ ସମ୍ ଅଲ୍ଟିମେଟ୍ ରେ ୮୭ ବର୍ଷୀୟ ବରିଷ୍ଠ ନାଗରିକଙ୍କର ସଫଳ ଚିକିତ୍ସା

ଭୁବନେଶ୍ୱର() କରୋନା ମହାମାରୀକୁ ପରାସ୍ତ କରିଛନ୍ତି ୮୭ ବର୍ଷର ବରିଷ୍ଠ ନାଗରିକ । ଭୁବନେଶ୍ୱର ସ୍ଥିତସମ୍ କୋଭିଡ ହସ୍ପିଟାଲ୍ ଏବଂ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଚିକିତ୍ସିତ ହେବା ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବରିଷ୍ଠ ନାଗରିକ କୃପାସିନ୍ଧୁ ସାହୁ । ବରିଷ୍ଠ ନାଗରିକ ସଂଘର…