Odia News Portal
Browsing Tag

sundargada

କୁବେର ଏଡିଏମ ଗିରଫ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ ଏଡିଏମ ବିଶ୍ୱଜିତ୍ ମହାପାତ୍ର ଗିରଫ । ବିଶ୍ୱଜିତ୍ ମହାପାତ୍ରଙ୍କୁ ଆଜି ଭିଜିଲାନ୍ସ କୋର୍ଟରେ ହାଜର କରାଯିବ । ଦୁଇଦିନ ଧରି ୭ଟି ସ୍ଥାନରେ ଚାଲିଥିଲା ରେଡ୍ । ମାରାଥନ୍ ରେଡବେଳେ ପୁଳାପୁଳା ସମ୍ପତ୍ତି ଠାବ ହୋଇଥିଲା ।୧୦ କୋଟି ଟଙ୍କାରୁ ଅଧିକ…

ଝିଅ ସହ ଖରାପ ସମ୍ପର୍କ ରଖୁଥିଲା ବାପା

ସୁନ୍ଦରଗଡ଼: ବାପା ଝିଅର ପବିତ୍ର ସମ୍ପର୍କରେ ପାପାର ଛିଟା । ନିଜ ଜନ୍ମକଲା ଝିଅ ସହ ଖରାପ ସମ୍ପର୍କ ରଖୁଥିଲା ବାପା । ତାହା ପୁଣି ନିଜ ସ୍ତ୍ରୀ ଜାଣିଥିଲା । ଜନ୍ମ କଲା ଝିଅକୁ ବଳାତ୍କାର କରି ଗିରଫ ହୋଇଛନ୍ତି ବାପା। ଏଭଳି ଲଜ୍ଜାଜନକ ଘଟଣା ରାଉରକେଲାର ରେଲୱେ କଲୋନି ଅଞ୍ଚଳରେ ଘଟିଛି।…

ରାସ୍ତା ମଝିରେ ହୁତୁ ହୁତୁ ହୋଇ ଜଳିଗଲା ଏଲପିିଜି ଗ୍ୟାସ୍‌ ବୋଝେଇ ଟ୍ରକ୍‌

ସୁନ୍ଦରଗଡ : ରାସ୍ତାରେ ଜଳିଗଲା ଏଲପିିଜି ଗ୍ୟାସ୍‌ ବୋଝେଇ ଟ୍ରକ୍‌ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର । ସୁନ୍ଦରଗଡ କରମଡିହି ରାସ୍ତାରେ ନିଆଁ ଲାଗିଛି । ଗାଡିର ଇଞ୍ଜିନଟି ସମ୍ପୁର୍ଣ୍ଣ ଭାବେ ଜଳି ଯାଇଛି । ଏଲପିଜି ବୋଝେଇ ଟ୍ରକଟି ଝାରସୁଗୁଡାରୁ ରାଉରକେଲାକୁ ଯାଉଥିଲା । ଖବର ପାଇ ବଡଗାଁ ଓ…

ସୁନ୍ଦରଗଡ଼ରେ ୫୮୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ୫୮୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ…

ସୁନ୍ଦରଗଡ଼ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ସୁନ୍ଦରଗଡ଼ ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଆଇଜିଏଚ୍ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଡ ବଣ୍ଟନର…

ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣା ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ଆଜି ଦିନ ୧୧ଟାରେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ୧୧ଟା ୫ରେ ରାଉରକେଲା ଇସ୍ପାତ ସୁପର…

୧୪ରେ ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ତାରିଖରେ ସୁନ୍ଦରଗଡ଼ ଗସ୍ତରେ ଯିବେ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ। ମୁଖ୍ୟମନ୍ତ୍ରୀଙ୍କର ଏହା ସରକାରୀ କାର୍ୟ୍ୟକ୍ରମ ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତ ଚାଲିଛି। ତେବେ…

ସୁନ୍ଦରଗଡ଼ରେ ୪ ଓଡ଼ିଆ ହକି ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ରାଉରକେଲା: ନିକଟରେ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଖେଳାଳୀଙ୍କ ପ୍ରଦର୍ଶନ ଲାଗି ସାରା ଦେଶରେ ପ୍ରଂଶସା କରାଯାଇଥିଲ । ଭାରତୀୟ ପୁରୁଷ ହକି ଦଳରେ ୨ ଜଣ ଓଡ଼ିଆ ଖେଳାଳୀ ତଥା ଅମିତ ରେହିଦାସ ଓ ବିରେନ୍ଦ୍ର ଲାକ୍ରା ସ୍ଥାନ ପାଇଥିବା ବେଳେ ମହିଳା ଦଳରେ ଦୀପଗ୍ରେସ ଏକ୍କା ଏବଂ ନମିତା ଟପୋ…

୨୭ରେ ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ। ସୁନ୍ଦରଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ୨୫ତାରିଖରେ ପ୍ରସ୍ତାବିତ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ପଂଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା…