Odia News Portal
Browsing Tag

Supreme Court grants bail to Chidambaram

ଚିଦାମ୍ବରମଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ()  କଂଗ୍ରେସର ବରିଷ୍ଠ ନେତା ଓ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ଆଶ୍ୱସ୍ତି ମିଳିଛି । ମାମଲାରେ ସୁପ୍ରିମକୋର୍ଟ ଚିଦାମ୍ବରମଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଦୀର୍ଘ ୫୦ ଦିନ ହେଲା ଚିଦାମ୍ବରମ ଜେଲରେ ଅଛନ୍ତି । ସିବିଆଇ ମାମଲାରେ ଚିଦାମ୍ବରମଙ୍କୁ ଜାମିନ ଦେଇଛନ୍ତି…