ଡାକ୍ତର ଓ ହସ୍ପିଟାଲରେ ସୁରକ୍ଷା ନେଇ ଆସନ୍ତାକାଲି ସୁପ୍ରିମକୋର୍ଟରେ ଶୁଣାଣି
ନୂଆଦିଲ୍ଲୀ() ଆସନ୍ତାକାଲି ସୁପ୍ରିମକୋର୍ଟ ଦେଶରେ ଡାକ୍ତରଙ୍କ ସୁରକ୍ଷା ଓ ନିରାପତ୍ତା ସଂକ୍ରାନ୍ତରେ ଶୁଣାଣି କରିବେ। ବିଚାରପତି ଜଷ୍ଟିସ୍ ଦୀପକ ଗୁପ୍ତା ଏବଂ ସୂର୍ୟ୍ୟ କାନ୍ତ ଏହି ମାମଲାର ଶୁଣାଣି କରିବେ ବୋଲି ଜଣାପଡ଼ିଛି।
ଗତ ସପ୍ତାହରେ ପଶ୍ଚିମବଙ୍ଗର ନୀଲରତନ ମେଡିକାଲ କଲେଜର ଜଣେ…