Odia News Portal
Browsing Tag

supreme court

ଅକ୍ସିଜେନ ବିତରଣ ପାଇଁ ଟାସ୍କଫୋର୍ସ ଗଠନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କୋରୋନାର ଦ୍ୱିତୀୟ ଲହର ସାରାଦେଶର ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଥିବା ସମୟରେ ରୋଗୀଙ୍କୁ ଅକ୍ସିଜେନ ସମସ୍ୟା ଦୂର କରିବା ପାଇଁ ସୁପ୍ରିମକୋର୍ଟ ନେଇଛନ୍ତି ବଡ଼ ଫଇସଲା। କେନ୍ଦ୍ର ସରକାର ସବୁ ରାଜ୍ୟକୁ ଠିକ୍ ଭାବେ ଅକ୍ସିଜେନ ଯୋଗାଇ ପାରୁ ନାହାନ୍ତି । ଅକ୍ସିଜେନ…

ଶପଥ ଗ୍ରହଣ କଲେ ଜଷ୍ଟିସ୍ ଏନ୍ ଭି ରମନା

ନୂଆଦିଲ୍ଲୀ: ଆଜି ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍ ଭି ରମନା | ସୁପ୍ରିମକୋର୍ଟର ୪୮ ତମ ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ୍ ଏନ୍ ଭି ରମନା ।ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥପାଠ କରାଇଛନ୍ତି । ସେ ଆଜିଠାରୁ ୨୦୨୨ ଅଗଷ୍ଟ ୨୬…

କୋଟିଆ ଶୁଣାଣି: ଓଡ଼ିଶାକୁ ୪ ସପ୍ତାହର ମହଲତ

ନୂଆଦିଲ୍ଲୀ: କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଆଜି ଶୁଣାଣି ହୋଇଛି । ସୁପ୍ରିମକୋର୍ଟ ରାୟର ଅବମାନନା ଆନ୍ଧ୍ର ସରକାର କରିଛି ବୋଲି ଓଡ଼ିଶା ସରକାର ଅଭିଯୋଗ ଆଣି ସୁପ୍ରିମକୋର୍ଟ ଯାଇଥିଲେ । ଏହି ମାମଲାରେ ଆନ୍ଧ୍ର ସରକାର ନିଜର ଷ୍ଟାଟସ ରିପୋର୍ଟ ଦାଖଲ କରିଛନ୍ତି । ଆନ୍ଧ୍ର ଜବାବର…

କୋଟିଆ ମାମଲା: ଆନ୍ଧ୍ରକୁ ଜବାବ୍ ତଲବ ନୋଟିସ

କୋରାପୁଟ: ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି | କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଓଡ଼ିଶାର ଆବେଦନ ଉପରେ ପ୍ରତିପକ୍ଷ ଆନ୍ଧ୍ରକୁ ଜବାବ ତଲବ ନୋଟିସ ହୋଇଛି ।ଆସନ୍ତା ଶୁକ୍ରବାର ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ…

ସୁପ୍ରିମକୋର୍ଟ ଯିବେ ଓଡ଼ିଶା ସରକାର

କୋରାପୁଟ: କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଯିବେ ଓଡ଼ିଶା ସରକାର| କୋଟିଆରେ ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରାଇବା ପ୍ରସଙ୍ଗରେ ସୁପ୍ରିମକୋର୍ଟ ମୁହାଁ ହୋଇଛନ୍ତି ଓଡ଼ିଶା ସରକାର। ଏନେଇ ସୁପ୍ରିମକୋର୍ଟରେ ରିଟ୍‌ ପିଟିସନ କରିବାକୁ ରାଜ୍ୟ ସରକାର ପ୍ରାରମ୍ଭିକ ପ୍ରସ୍ତୁତି ଚଳାଇଛନ୍ତି।…

ଓହରିଲେ ଭୂପିନ୍ଦର ସିଂ ମାନ୍

ନୂଆଦିଲ୍ଲୀ: ନୂଆ କୃଷି ଆଇନ ଉପରେ ସୁପ୍ରିମକୋର୍ଟ ଦ୍ଵାରା ଗଠିତ ଚାରି ସଦସ୍ୟ ବିଶିଷ୍ଟ କମିଟିରୁ ଭାରତୀୟ କିଷାନ ୟୁନିୟନର ରାଷ୍ଟ୍ରୀୟ ସଭାପତି ତଥା ଅଖିଳ ଭାରତୀୟ କିଷାନ ସମନ୍ଵୟ କମିଟିର ସଭାପତି ଭୂପିନ୍ଦର ସିଂହ ମାନ ନିଜକୁ ବାଦ ଦେଇଛନ୍ତି । କୃଷକ ଆନ୍ଦୋଳନର ସମାଧାନ ପାଇଁ…

ସୁପ୍ରିମକୋର୍ଟରେ ପରୀ ମାମଲା, ସିବିଆଇକୁ ନୋଟିସ୍

ନୟାଗଡ଼: ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ସରକାର ଓ ସିବିଆଇକୁ ନୋଟିସ କଲେ ମାନ୍ୟବର ସୁପ୍ରିମକୋର୍ଟ । ପରୀ ମାଆ ସୌଦାମିନୀଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ନୋଟିସ୍‌ କରିଛନ୍ତି । ଆଜି ପରୀର ମାଆ ନ୍ୟାୟ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଓ ଘଟଣାର…

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ପରୀ’ର ମା

ନୟାଗଡ଼: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରୀ'ର ମା | ନ୍ୟାୟ ପାଇବା ପାଇଁ ସୁପ୍ରିମକୋର୍ଟ ଗଲେ ପରୀର ମା ସୌଦାମିନୀ | ଘଟଣାର ସିବିଆଇ ତଦନ୍ତ ଦାବିରେ ସୁପ୍ରିମ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ସୌଦାମିନୀ | ତେବେ ନୟାଗଡ଼ ପରି ହତ୍ୟା ମାମଲାରେ…

କୃଷି ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରୋକ୍

ନୂଆଦିଲ୍ଲୀ: କୃଷି ଆଇନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ । ୩ଟି କୃଷି ଆଇନ ଉପରେ ମାନ୍ୟବର ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କୃଷି ଆଇନ ଲାଗୁ ହୋଇପାରିବନି ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି । କୃଷି ଆଇନକୁ ନେଇ ୪ଟି ସଦସ୍ୟ ବିଶିଷ୍ଟ କିମିଟି ଗଠନ…

ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ଦେବେ ୮୦ ଯବାନ

ହାଥରସ()  ଉତ୍ତରପ୍ରଦେଶ ହାଥରସରେ ଘଟିଥିବା କଥିତ ଗଣ ବଳାକ୍ରାର ଏବଂହତ୍ୟା ମାମଲାରେ ପୀଡ଼ିତାଙ୍କ ପରିବାରର ସୁରକ୍ଷା ବଢ଼ାଯାଇଛି । ସୁପି୍ରମକୋର୍ଟଙ୍କ ନିଦେ୍ର୍ଧଶକ୍ରମେ ପୀଡ଼ିତାଙ୍କ ପରିବାର ଲୋକଙ୍କ ସୁରକ୍ଷା ପାଇଁ ୮୦ ଜଣ ସିଆରପିଏଫ ଯବାନ ମୁତୟନ ହୋଇଛନ୍ତି । ଯବାନମାନଙ୍କ ରହଣି ପାଇଁ…