Odia News Portal
Browsing Tag

suresh mohapatra press meet

ଜୁନ ୧ ଯାଏଁ ବଢ଼ିଲା ଲକଡାଉନ୍

ଭୁବନେଶ୍ବର: ରାଜ୍ୟରେ ପୁଣି ବଢିଲା ଲକଡାଉନ୍ ଅବଧି । ଓଡିଶାରେ କରୋନା ସଂକ୍ରମଣ ବଢୁଥିବା ସମୟରେ ଲକଡାଉନର ଅବଧିକୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରେସ ମିଟ୍ ରେ ଘୋଷଣା କରିଛନ୍ତି । ସୂଚନା ଅନୁଯାୟୀ,…

ଆଉ କିଛି ସମୟ ପରେ ରାଜ୍ୟ ପାଇଁ ବଡ଼ ଘୋଷଣା

ଭୁବନେଶ୍ବର: ଆଜି ସକାଳ ୧୦ଟା ସମୟରେ ରାଜ୍ୟବାସୀଙ୍କ ପାଇଁ କିଛି ବଡ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ରାଜ୍ୟରେ ଦୃତଗତିରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ନଜରରେ ରଖି କିଛି ବଡ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର । ଏ ନେଇ ମେ ୨ତାରିଖ ଦିନ ସକାଳ ୧୦ଟାରେ…

କାଲିଠୁ ସବୁ ସହରାଞ୍ଚଳରେ ନାଇଟ କର୍ଫ୍ୟୁ

*୧୦ ଜିଲ୍ଲାର ସହରାଞ୍ଚଳରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ | *୨୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ | *୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ କରାଯିବ | * କର୍ଫ୍ୟୁ ସମୟରେ ଜାରି ରହିବ ଅତ୍ୟାବଶ୍ୟକୀୟ ସେବା |