Odia News Portal
Browsing Tag

Suresh Mohapatra

ବାଇ ଲ’ ପ୍ରତ୍ୟାହାର ଦାବି କଲେ ମୁଖ୍ୟ ସଚିବ

ଭୁବନେଶ୍ୱର: ବାଇ ଲ' ପ୍ରତ୍ୟାହାର ଦାବିରେ କେନ୍ଦ୍ର ସରକାରଙ୍କୁ ରାଜ୍ୟ ସରକାରଙ୍କ ଚିଠି | ନ୍ୟାସନାଲ ମନୁମେଣ୍ଟ ଅଥରିଟି ପ୍ରସ୍ତୁତ ବାଇ ଲ' ପ୍ରତ୍ୟାହାର ଲାଗି ଚିଠି ଲେଖିଲେ ରାଜ୍ୟ ସରକାର | ସଂସ୍କୃତି ମନ୍ତ୍ରାଳୟକୁ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଚିଠି ଲେଖିଛନ୍ତି | …

ନୃସିଂହନାଥ ମନ୍ଦିରର ବିକାଶ ସମୀକ୍ଷା

ବରଗଡ଼: ବରଗଡ଼ ଓ ବଲାଙ୍ଗୀର ଗସ୍ତରେ 5t ସଚିବ ଭିକେ ପାଣ୍ଡିଆନ୍ | ଆଜି ବରଗଡ଼ ଜିଲ୍ଲା ଗସ୍ତ କରିବେ 5t ସଚିବ | ଫୋକସ୍‌ରେ ଅଛି ପଶ୍ଚିମ ଓଡ଼ିଶା । ପାଇକମାଲରେ ନୃସିଂହନାଥ ମନ୍ଦିର ପରିଦର୍ଶନ ସହ ଉନ୍ନତି କାର୍ଯ୍ୟର ସମୀକ୍ଷା କରୁଛନ୍ତି । ବରଗଡ ସତିଭଟା ଏୟାରଷ୍ଟ୍ରିପରେ ପହଞ୍ଚିବା…

ପ୍ରକଳ୍ପ ସ୍ଥାନ ପରିଦର୍ଶନ କଲେ 5T ସଚିବ

ରାଉରକେଲା: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T ) ଭି.କେ-ପାଣ୍ଡିଆନ ଏବଂ କ୍ରୀଡା ଓ ଯୁବ ସେବା ବିଭାଗର ସ୍ୱତନ୍ତ୍ର ସଚିବ ଆରୁ ଭିନିଲ କ୍ରିଷ୍ଣା ରାଉରକେଲା ଯାଇ ବିପିୟୁଟି ପରିସରରେ ନିର୍ମିତ ହେବାକୁ ଥିବା ପ୍ରସ୍ତାବିତ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ…

ସରକାରଙ୍କ ଫୋକସରେ ପଶ୍ଚିମ ଓଡ଼ିଶା

ସମ୍ବଲପୁର: ସମ୍ବଲପୁର ଓ ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ ଟି ସଚିବ ଭି.କେ. ପାଣ୍ଡିଆନ୍। ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ପରେ ସମଲେଶ୍ୱରୀ ପୀଠର ବିକାଶ ଉପରେ ରହିଛି ରାଜ୍ୟ ସରକାରଙ୍କ ଫୋକସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ…

ଦାୟିତ୍ୱ ଗ୍ରହଣ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି । ୨୦୨୨ ଫେବୃଆରୀ ୨୮ ତାରିଖ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ । ୧୯୮୬ ବ୍ୟାଚର ଆଇଏଏସ ଅଫିସର ହେଉଛନ୍ତି ସୁରେଶ । ପ୍ରଶାସନିକ ସ୍ତରରେ ଜଣେ ଅତି ଶାନ୍ତ କିନ୍ତୁ ପ୍ରଭାବୀ ଅଫିସର ଭାବେ ଜଣାଶୁଣା,…

ସୁରେଶ ମହାପାତ୍ର ମୁଖ୍ୟ ଶାସନ ସଚିବ,ପ୍ରଦୀପ ଜେନା ଉନ୍ନୟନ କମିଶନର

ରାଜ୍ୟ ପ୍ରଶାସନିକ ସେବାର ବଡ ଧରଣର ଅଦଳ ବଦଳ ।ବରିଷ୍ଠ ଆଇଏଏସ୍ ଅଫିସର ସୁରେଶ ମହାପାତ୍ର ହେଲେ ନୂଆ ମୁଖ୍ୟ ଶାସନ ସଚିବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସ୍ଥାନରେ ସୁରେଶ ମହାପାତ୍ରଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଡିସେମ୍ବର…