ପଞ୍ଚଭୂତରେ ବିଲୀନ ହେଲେ ସୁଷମା
ନୂଆଦିଲ୍ଲୀ() ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବିଜେପିର ଜଣେ ବରିଷ୍ଠ ନେତ୍ରୀ ସୁଷମା ସ୍ୱରାଜ । ରାଜକୀୟ ଢଙ୍ଗରେ ତାଙ୍କୁ ବିଦାୟ ଦିଆଯାଇଛି। ଝିଅ ବାଂଶୁରୀ ତାଙ୍କୁ ମୁଖାଗ୍ନି ଦେଇଥିଲେ। ମଥାରେ ବଡ ବିନ୍ଦି, ଲାଲ ଓଢଣୀରେ ସଜେଇ ହୋଇ ଇହଜଗତରୁ ବିଦାୟ ନେଇଛନ୍ତି…
