Odia News Portal
Browsing Tag

swadhikar latest news

ଉତ୍ତର ପ୍ରଦେଶରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ, 8 ମୃତ

ଗୋଣ୍ଡା: ରନ୍ଧନ ଗ୍ୟାସ୍‌ ସିଲିଣ୍ଡର୍‌ ବିସ୍ଫୋରଣ ଘଟିବାରୁ ୪ଜଣ ପିଲାଙ୍କ ସମେତେ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ଗୋଣ୍ଡା ଜିଲ୍ଲା ୱାଜିର୍‌ଗଞ୍ଜ ଅଞ୍ଚଳ ଅନ୍ତର୍ଗତ ଟିକ୍ରି ଗ୍ରାମରେ ଏହି ଘଟଣା ଘଟିଛି । ଏହି ବିସ୍ଫୋରଣ ହେତୁ ପାଖରେ ଥିବା…

ସିଏମଆରଏଫକୁ ୫୦ ଲକ୍ଷ ଦାନ କଲେ ଓଡିଆ ଝିଅ

ଭୁବନେଶ୍ୱର :- ଓଡିଆ ଝିଅ ଜୟଶ୍ରୀ ମହାନ୍ତିଙ୍କ ଦ୍ୱାରା ଆମେରିକାରେ ସ୍ଥାପିତ ଆମ ବିଶ୍ୱାସ ସଂସ୍ଥା ରାଜ୍ୟର କୋଭିଡ୍ ପରିଚାଳନାରେ ନିଜର ସହଯୋଗସ୍ୱରୂପ ୬୮,୫୦୦ ଡଲାର ଅନ୍ ଲାଇନ୍ ଟ୍ରାନ୍ସଫର ମାଧ୍ୟମରେ ଦାନ କରିଛନ୍ତି ବୋଲି ଗୃହ ଓ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ…

ରାଜଧାନୀରେ ୯୭୪ ପଜିଟିଭ୍, ୧୦୪୭ ସୁସ୍ଥ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ( ବିଏମସି ) ଅଂଚଳରୁ ମଙ୍ଗଳବାର ଆଉ ୯୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୭୦ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୮୦୪ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୧୦୪୭ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମସି…

ବିଧବା, ଅନାଥଙ୍କ ପାଇଁ ନବୀନଙ୍କ ବଡ ଘୋଷଣା

.ସମସ୍ତ ସାମାଜିକ ନିରାପତା ଯୋଜନାର ହିତାଧିକାରୀଙ୍କୁ ମିଳିବ ୩ ମାସର ଆଗୁଆ ପେନ୍ସନ .ତୃତୀୟ ଲହର ପାଇଁ ପ୍ରସ୍ତୁତି ଆରମ୍ଭ କର, ପିଲାମାନଙ୍କ ଯତ୍ନ ଉପରେ ସ୍ୱତନ୍ତ୍ର ଫୋକସ୍ .ବ୍ଲାକ୍ ଫଙ୍ଗସର ମୁକାବିଲା ପାଇଁ ମଧ୍ୟ ପ୍ରସ୍ତୁତ ରହିବାକୁ ପରାମର୍ଶ

ରାଜ୍ୟରେ ଗବେଷଣା ସଂସ୍କୃତିକୁ ବ୍ୟାପକ କରିବ : ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ

ଭୁବନେଶ୍ୱର : ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଗବେଷଣାକୁ ଅଧିକ ବ୍ୟାପକ ଏବଂ ଗବେଷଣା ସଂସ୍କୃତିକୁ ଅ ।ଗେଇ ନେବା ଦିଗରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ଏକ ସମୟୋପଯୋଗୀ ପଦକ୍ଷେପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଦୂରଦୃଷ୍ଟିସଂପନ୍ନ…

ସ୍ୱତନ୍ତ୍ର ଭାବେ କାର୍ଯ୍ୟକ୍ଷମ ହେଲା ମିଶନ ଶକ୍ତି ବିଭାଗ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ମହିଳା ଓ ଶିଶୁ ବିକାଶ ବିଭାଗରୁ ପୃଥକ ହୋଇ ଆଜିଠାରୁ ଏକ ସ୍ୱତନ୍ତ୍ର ବିଭାଗ ଭାବେ କାର୍ଯ୍ୟ କରିବ "ମିଶନ ଶକ୍ତି’ ବିଭାଗ । ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏ ସଂପର୍କିତ ବିଜ୍ଞପ୍ତି ଅ।ଜି ପ୍ରକାଶିତ ହୋଇଛି ଏବଂ ମହିଳା…

ତେଜିଲା ଟୀକା ବିବାଦ : ଅଣଏନଡିଏ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜୟନ୍

ତିରୁଅନନ୍ତପୁରମ : ଦେଶରେ ସଂପ୍ରତି ୧୮ ରୁ ୪୪ ବର୍ଷ ବର୍ଗଙ୍କ  ଟିକାକରଣ ଜାରି ରହିଛି।  ହେଲେ ପର୍ଯ୍ୟାପ୍ତ ମାତ୍ରାରେ ଟିକା ଉପଲବ୍ଧ ହୋଇ ପାରୁନଥିବାରୁ ଟିକାକରଣ ପ୍ରଭାବିତ  ହେଉଛି। ଏହାକୁ ନେଇ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ରାଜନୀତି ଚାଲିଛି। ଏହା ମଧ୍ୟରେ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ…