Odia News Portal
Browsing Tag

swadhikar latest news

ଗାଁକୁ ଗାଁ ବୁଲିବ ବୁଷ୍ଟର ଟିକା ଭ୍ୟାନ:ବିଜୟ ପାଣିଗ୍ରାହୀ

ଟିକାକରଣ ଉପରେ ସ୍ୱାସ୍ଥ୍ୟ ବିଭାଗ ଗୁରୁତ୍ୱାରୋପ କରିଛି ‌। କୋଭିଡ ଟିକାକରଣ ବଢ଼ାଇବାକୁ ରାଜ୍ୟର ସବୁ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତି ବ୍ଲକରେ ୪ଟି ମୋବାଇଲ ଭ୍ୟାନ ବୁଲିବା ନେଇ ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ସେ

ଆଜି ଅପରାହ୍ନରେ ଯୁକ୍ତ ୨ କଳା ପରୀକ୍ଷା ଫଳ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ବିଦ୍ୟାଳୟଗୁଡ଼ିକର ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ କରାଯିବ। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ

“ଓଡ଼ିଶା ମୋ ପରିବାର”ର ରାଜ୍ୟ ସଂଯୋଜକ ହେଲେ ମିହିର ରାୟ

ଭୁବନେଶ୍ଵର, : ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଯୁବ ସମାଜସେବୀ ମିହିର ରାୟଙ୍କୁ "ଓଡ଼ିଶା ମୋ ପରିବାର"ର ନୂତନ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ "ଓଡ଼ିଶା ମୋ ପରିବାର"ର ଆବାହକ ଅରୂପ ପଟ୍ଟନାୟକ ଶ୍ରୀ

ଉତ୍ତର ପ୍ରଦେଶରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ, 8 ମୃତ

ଗୋଣ୍ଡା: ରନ୍ଧନ ଗ୍ୟାସ୍‌ ସିଲିଣ୍ଡର୍‌ ବିସ୍ଫୋରଣ ଘଟିବାରୁ ୪ଜଣ ପିଲାଙ୍କ ସମେତେ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ଗୋଣ୍ଡା ଜିଲ୍ଲା ୱାଜିର୍‌ଗଞ୍ଜ ଅଞ୍ଚଳ ଅନ୍ତର୍ଗତ ଟିକ୍ରି ଗ୍ରାମରେ ଏହି ଘଟଣା ଘଟିଛି । ଏହି ବିସ୍ଫୋରଣ ହେତୁ ପାଖରେ ଥିବା

ସିଏମଆରଏଫକୁ ୫୦ ଲକ୍ଷ ଦାନ କଲେ ଓଡିଆ ଝିଅ

ଭୁବନେଶ୍ୱର :- ଓଡିଆ ଝିଅ ଜୟଶ୍ରୀ ମହାନ୍ତିଙ୍କ ଦ୍ୱାରା ଆମେରିକାରେ ସ୍ଥାପିତ ଆମ ବିଶ୍ୱାସ ସଂସ୍ଥା ରାଜ୍ୟର କୋଭିଡ୍ ପରିଚାଳନାରେ ନିଜର ସହଯୋଗସ୍ୱରୂପ ୬୮,୫୦୦ ଡଲାର ଅନ୍ ଲାଇନ୍ ଟ୍ରାନ୍ସଫର ମାଧ୍ୟମରେ ଦାନ କରିଛନ୍ତି ବୋଲି ଗୃହ ଓ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ

ରାଜଧାନୀରେ ୯୭୪ ପଜିଟିଭ୍, ୧୦୪୭ ସୁସ୍ଥ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ( ବିଏମସି ) ଅଂଚଳରୁ ମଙ୍ଗଳବାର ଆଉ ୯୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୭୦ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୮୦୪ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୧୦୪୭ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମସି

ବିଧବା, ଅନାଥଙ୍କ ପାଇଁ ନବୀନଙ୍କ ବଡ ଘୋଷଣା

.ସମସ୍ତ ସାମାଜିକ ନିରାପତା ଯୋଜନାର ହିତାଧିକାରୀଙ୍କୁ ମିଳିବ ୩ ମାସର ଆଗୁଆ ପେନ୍ସନ .ତୃତୀୟ ଲହର ପାଇଁ ପ୍ରସ୍ତୁତି ଆରମ୍ଭ କର, ପିଲାମାନଙ୍କ ଯତ୍ନ ଉପରେ ସ୍ୱତନ୍ତ୍ର ଫୋକସ୍ .ବ୍ଲାକ୍ ଫଙ୍ଗସର ମୁକାବିଲା ପାଇଁ ମଧ୍ୟ ପ୍ରସ୍ତୁତ ରହିବାକୁ ପରାମର୍ଶ

ରାଜ୍ୟରେ ଗବେଷଣା ସଂସ୍କୃତିକୁ ବ୍ୟାପକ କରିବ : ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ

ଭୁବନେଶ୍ୱର : ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଗବେଷଣାକୁ ଅଧିକ ବ୍ୟାପକ ଏବଂ ଗବେଷଣା ସଂସ୍କୃତିକୁ ଅ ।ଗେଇ ନେବା ଦିଗରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ଏକ ସମୟୋପଯୋଗୀ ପଦକ୍ଷେପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଦୂରଦୃଷ୍ଟିସଂପନ୍ନ