Odia News Portal
Browsing Tag

swadhikar latest news

ହାର୍ଡକୋର ମାଓବାଦୀ ହୁଙ୍ଗା ମୃତ

ମାଲକାନଗିରି :ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ଦନ୍ତେୱାଡା ଜିଲ୍ଲାରେ ଏନକାଉଣ୍ଟର । ନକ୍ସଲ ପନ୍ଥି ଓ ଡିଆରଜି ବାହିନୀ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଛନ୍ତି । ମୃତ ନକ୍ସଲ ଜଣକ ହେଲେ ବେଟ୍ଟି ହୁଙ୍ଗା ଓ ତାଙ୍କ ମୁଣ୍ଡ ଉପରେ

ମନ୍ତ୍ରୀଙ୍କ ଗାଡ଼ି ଭଙ୍ଗାରୁଜା କଲେ ବିଜେପି କର୍ମୀ

ପିପିଲି: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ପିପିଲିରେ ଭର୍ଚୁଆଲ୍ ରାଲି କରିବେ । ଏହାପୂର୍ବରୁ ଆଜି ପିପିଲିରେ ରାଜନୈତିକ ପାଣିପାଗ ସରଗରମ ହୋଇଛି । କିଛି ସ୍ଥାନରେ ବିଜେଡି ଓ ବିଜେପି ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହେବା ଖବର ଆସିଛି । ଉଭୟ ଦଳ ଆକ୍ଷେପ ପ୍ରତିଆକ୍ଷେପ କରିଛନ୍ତି । ପିପିଲି

ଶ୍ରୀମନ୍ଦିରରେ ମରାମତି ଯାଞ୍ଚ କଲେ ଏଏସଆଇ

ପୁରୀ : ଏଏସଆଇର ଯୁଗ୍ମ ମହାନିର୍ଦ୍ଦେଶକ ଅରୁଣେନ୍ଦ୍ର କୁମାରଙ୍କ ନେତୃତ୍ୱରେ ବରିଷ୍ଠ ଅଧିକାରୀମାନେ ଆଜି ପୁରୀ ଶ୍ରୀମନ୍ଦିର ଯାଇ ମରାମତି କାର୍ଯ୍ୟ ଯାଞ୍ଚ କରିଛନ୍ତି । ମନ୍ଦିରରୁ ଖସିଥିବା ହିରଣ୍ୟକସ୍ୟପ ମୂର୍ତ୍ତି ମରାମତି ଓ ପୁନଃ ସ୍ଥାପନା କରାଯିବ ବୋଲି କହିଛନ୍ତି ଟିମର ସଦସ୍ୟ ।

ରାଜ୍ୟରେ ଟୀକା ଅଭାବ : ୧୫ ଲକ୍ଷ ଦେବାକୁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର : ରାଜ୍ୟରେ କୋଭିଡ ଟିକାର ଗୁରୁତର ଅଭାବ ଦେଖାଦେଇଥିବାବେଳେ ତୁରନ୍ତ ୧୫ଲକ୍ଷ ଡୋଜ୍‌ ଟିକା ପଠାଇବାକୁ ରାଜ୍ୟ ସରକାର କେନ୍ଦ୍ରକୁ କହିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ଏହି ମର୍ମରେ କେନ୍ଦ୍ର

ହୋମିଓପାଥି କଲେଜ ନିର୍ଯାତନାର ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର : ସମ୍ବଲପୁରର ମଝିପାଲିସ୍ଥିତ ସରକାରୀ ହୋମିଓପାଥି କଲେଜରେ ଛାତ୍ରୀମାନଙ୍କୁ ରାଗିଙ୍ଗ ନାମରେ ଯୌନ ନିର୍ଯାତନା ଘଟଣା ନେଇ ତଦନ୍ତ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବକିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି ା ମନ୍ତ୍ରୀ ଶ୍ରୀ ଦାସ ସ୍ବାସ୍ଥ୍ୟ ବିଭାଗର

ଡିଲ୍ ବେଳେ ମାଡିବସିଲା କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ବାଘ ଛାଲ ଚାଲାଣ କାରବାର ବୃଦ୍ଧି ପାଉଛି । ନୟାଗଡରେ ବାଘଛାଲ ବେପାର । କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ କବଜାରେ ବାଘ ଛାଲ ଶିକାରୀ । ୪ ଲକ୍ଷର ଡିଲ୍ ବେଳେ କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ ହାବୁଡରେ ପଡିଲେ ଶିକାରୀ । ଜଣେ ଶିକାରୀ ଓ ସହଯୋଗୀ ଗିରଫ । ତେବେ