Odia News Portal
Browsing Tag

swadhikar latest news

ଓଡ଼ିଶା ରେଡକ୍ରସକୁ ସମସ୍ତ ସହାୟତା ଯୋଗାଇ ଦିଆଯିବ

ନୂଆଦିଲ୍ଲୀ/ଭୁବନେଶ୍ୱର : ସାମୁଦ୍ରିକ ବାତ୍ୟା ‘ୟଶ୍’ ପାଇଁ ନିରନ୍ତର ଉଦ୍ୟମ ଜାରୀ ରଖିବା ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ମହାମହିମ ରାଜ୍ୟପାଳ ତଥା ଇଣ୍ଡିଆନ ରେଡ଼୍ କ୍ରସ୍ ସୋସାଇଟି(ଆଇଆରସିଏସ) ଓଡ଼ିଶା ଶାଖାର ସଭାପତି ପ୍ରଫେସର ଗଣେଶୀ ଲାଲଙ୍କ ସହ କଥା

୪୦ କି.ମି ଭାରରେ ବୁହାହେଲେ ଗର୍ଭବତୀ

ମାଲକାନଗିରି : ପୁଣି  ଭାରରେ ବୁହାହେଲେ ଗର୍ଭବତୀ। ଦୀର୍ଘ ୪୦ କିଲୋମିଟର ଭାର ଯୋଗେ ବୁହା ହୋଇ ଜନ୍ମ ଦେଲେ କନ୍ୟା ସନ୍ତାନ। ତେବେ ଆଜି ଏପରି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡ଼ି ପଂଚାୟତ ର ବିଛିନାଞ୍ଚଳ ଗ୍ରାମ ଗଙ୍ଗାପଡା ରେ ଦେଖିବାକୁ

ଦେଶରେ ୨ ଲକ୍ଷ ତଳକୁ ଖସିଲା ସଂକ୍ରମଣ

ନୂଆଦିଲ୍ଲୀ :  ଦେଶରେ ୪  ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ଓ ଏବେ ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୯୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୧୧ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର

ବିଶିଷ୍ଟ ପ୍ରବଚକ ଚାରଣ ରାମଦାସଙ୍କ କୋଭିଡ୍‌ରେ ପରଲୋକ

ଭୁବନେଶ୍ୱର: ଟେଲିଭିଜନ ଜଗତର ବିଶିଷ୍ଟ ପ୍ରବଚକ ଚାରଣ ରାମଦାସଙ୍କ କୋଭିଡ୍‌ରେ ପରଲୋକ। କୋଭିଡ୍‌ରେ ଆକ୍ରାନ୍ତ ହୋଇ ପୁରୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କ ଦେହାନ୍ତ ଘଟିଛି। ଚାରଣ ରାମଦାସ ଜଣେ ଲୋକପ୍ରିୟ ପ୍ରବଚକ। ରାଜ୍ୟର ବିଭିନ୍ନ ଟେଲିଭିଜନ ଚ୍ୟାନେଲରେ

୩ କେନ୍ଦ୍ରମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର : ବାତ୍ୟା ‘ୟଶ୍’ ଦ୍ୱାରା ଉତ୍ପନ୍ନ ହେବାକୁ ଥିବା ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ନେଇ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ପିୟୂଷ ଗୋଏଲ, କେନ୍ଦ୍ର ଜାହାଜ ଚଲାଚଳ ଏବଂ ଜଳପଥ ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡଭୀୟଜୀଙ୍କ ଅଧ୍ୟକ୍ଷତାରେ

ରାଜନଗର ଏବଂ ବାଲିଆପାଳ ମଧ୍ୟବର୍ତୀ ଓଡ଼ିଶା ଉପକୂଳଦେଇ ଅତିକ୍ରମ କରିବ “ୟାଶ୍’: ସିଇସି

ଭୁବନେଶ୍ୱର : ସୋମବାର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ପାରାଦ୍ୱୀପ ଠାରୁ ୫୩୦ କି.ମି ଦୂରରେ କେନ୍ଦି୍ରଭୂତ ହୋଇଥିବା ଘୂର୍ଣ୍ଣିଝଡ "ୟଶ୍' ଉତର-ଉତର ପଶ୍ଚିମ ଦିଗ ଆଡକୁ ମୁହାଁଇବ ଏବଂ ମେ ୨୬ ତାରିଖ ପୂର୍ବାହ୍ନରେ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଏବଂ ବାଲେଶ୍ୱର ଜିଲ୍ଲା ବାଲିଆପାଳ ମଧ୍ୟ ଦେଇ ଓଡ଼ିଶା

ଦୁଇ ଜିଲ୍ଲାକୁ ଗଲେ ୨୮ ଅତିରିକ୍ତ ଡାକ୍ତର

ଭୁବନେଶ୍ୱ : ବାତ୍ୟା ‘ୟାସ୍‌’ରେ ସର୍ବାଧିକ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡ଼ିକୁ ରାଜ୍ୟ ସରକାର ପଠାଇଲେ ଡାକ୍ତରୀ ଟିମ୍‌। ୨୮ ଜଣ ଡାକ୍ତରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ବାତ୍ୟା ପରେ ଅର୍ଥାତ ୨୮ ତାରିଖରେ ଆଉ ୮ ଜଣ ପୋଷ୍ଟ ପିଜି ଡାକ୍ତର ଓ ୨୦ ଜଣ

ମଙ୍ଗଳବାର ସଂଧ୍ୟା ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ ଶେଷହେବ : ଏସଆରସି

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବାତ୍ୟା ୟାସ୍ ମୁକାବିଲା ପ୍ରସ୍ତୁତି ନେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯ଼େ ବାତ୍ୟା ୟାସ୍ ବାଲେଶ୍ବର କିମ୍ବା ଭଦ୍ରକରେ ଲାଣ୍ଡଫଲ କରିବ । ତେବେ ଆଗାମୀ ସମୟରେ ଭାରତୀୟ ପାଣିପାଗ ବିଭାଗ ଏ ନେଇ ସ୍ଥିତି ସ୍ପଷ୍ଟ କରିବ । ବାତ୍ୟା