Odia News Portal
Browsing Tag

swadhikar news latest odia news

ବାପାକୁ ମାରିଦେଲା ନୃଶଂସ ପୁଅ

ଅନୁଗୋଳ: ଅନୁଗୋଳ ଜିଲା ଜରପଡା ଥାନା ଦୁର୍ଗାପୁର କୁଡା ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ ହୋଇଥିବା ବେଳେ ମା’ ଗୁରତର ଆହତ ହୋଇଛନ୍ତି । ମୃତକ ଜଣକ ବଟକୃଷ୍ଣ ବେହେରା ଓ ଗୁରୁତର ଜଣକ ହେଲେ ତାଙ୍କ ସ୍ତ୍ରୀ ରୁକ୍ମଣୀ ବେହେରା ବୋଲି ଜଣାପଡିଛି ।…

୬ ରାଜ୍ୟରେ ସଂକ୍ରମଣ ଚିନ୍ତାଜନକ

ନୂଆଦିଲ୍ଲୀ : ଚଳିତ ବର୍ଷ ଭାରତରେ କରୋନାର ଦୈନିକ ସଂକ୍ରମଣ ସର୍ବାଧିକ ରହିଥିବାରୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରବିବାର କହିଛି ଯେ ଦେଶର ୬ ରାଜ୍ୟ ଯଥାକ୍ରମେ, ମହାରାଷ୍ଟ୍ର, କେରଳ, ପଞ୍ଜାବ, କର୍ଣ୍ଣାଟକ, ଗୁଜୁରାଟ ଏବଂ ମଧ୍ୟପ୍ରଦେଶ ନୂତନ କୋଭିଡ -19 ସଂକ୍ରମଣର 83.14%…