ସେପ୍ଟେମ୍ବର ୨୯ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
ଭୁବନେଶ୍ୱରର ୟୁନିଟ୍ V ସ୍ଥିତ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସେପ୍ଟେମ୍ବର ୨୯ (ସୋମବାର) ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ (GA&PG) ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ସରକାରୀ ଛୁଟି ଦିନ ପଡୁଥିବାରୁ…
