Odia News Portal
Browsing Tag

swadhikar news

ଉତ୍ସାହର ସହିତ ଭାରତ ପାଳନ କରୁଛି ୭୯ତମ ସ୍ବାଧୀନତା ଦିବସ

ଭାରତ ଆଜି ୭୯ତମ ସ୍ୱାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଗାଁରୁ ସହର ପର୍ଯ୍ୟନ୍ତ ସବୁଠାରେ ଉତ୍ସାହ ଦେଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରୁଛନ୍ତି। ସ୍ୱାଧୀନତାର ଉତ୍ସବକୁ ଦୃଷ୍ଟିରେ ରଖି, ସାରା ଦେଶରେ ସୁରକ୍ଷା…

ଜାତୀୟ ପତାକା ଧରି ଶୋଭାଯାତ୍ରାରେ ବାହାରିଲେ ମୁଖ୍ୟମନ୍ତ୍ରୀ

ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ବୟାଳିଶ ମୌଜାର ବ୍ରହ୍ମପୁର ଛକ ଠାରୁ କଳପଡା ପର୍ଯ୍ୟନ୍ତ ପ୍ରାୟ ୧୦ କିଲୋମିଟର ରାସ୍ତା ବିଶାଳ ଶୋଭାଯାତ୍ରାରେ ଯାଇଥିଲେ। …

‘ଆମ ପାଇଁ, ଆମର ସମ୍ବିଧାନ ଏବଂ ଆମର ଗଣତନ୍ତ୍ର ସର୍ବୋପରି : ରାଷ୍ଟ୍ରପତି

୭୯ତମ ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ ସେ କହିଛନ୍ତି ଯେ ଏହି ସମାରୋହ ଆମକୁ ଭାରତୀୟ ହେବାର ଗୌରବକୁ ସ୍ମରଣ କରାଏ । ରାଷ୍ଟ୍ରପତି ମୁର୍ମୁ କହିଛନ୍ତି, 'ଆମ ପାଇଁ, ଆମର…

ଭିସୁଟ୍‌ରେ ବାଧ୍ୟତାମୂଳକ ଡ୍ରେସ୍ କୋଡ୍ : ଜିନ୍ସ-ଦୁପଟ୍ଟା ମନା

ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ୍‌) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଭିସୁଟ୍‌ ପକ୍ଷରୁ କ୍ୟାମ୍ପସ୍‌ରେ ବାଧ୍ୟତାମୂଳକ ଡ୍ରେସ୍ କୋଡ୍ ଲାଗୁ କରାଯାଇଛି। ସୁରକ୍ଷା ଏବଂ ନିରାପତ୍ତା ଦୃଷ୍ଟିରୁ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ…

ବନକଲାଗି ନୀତି: ଶ୍ରୀମନ୍ଦିରରେ ଦର୍ଶନ ୪ ଘଣ୍ଟା ବନ୍ଦ

ପୁରୀର ପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରରେ ଗୁରୁବାର ଶ୍ରୀଜିଉଙ୍କ ବନକଲାଗି ରୀତି ସମ୍ପାଦିତ ହେବ। ସେଥିପାଇଁ ପ୍ରାୟ ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ଶ୍ରଦ୍ଧାଳୁମାନଙ୍କ ପାଇଁ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ଶ୍ରାବଣ ମାସର କୃଷ୍ଣ ସପ୍ତମୀରେ ବନକଲାଗି…

ସିଡିଏମ୍‌ଓ କାର୍ଯ୍ୟାଳୟର କିରାଣିଙ୍କ ଚାମ୍ବରରୁ ୫ ଲକ୍ଷ ଟଙ୍କା ଜବତ

ସରକାରୀ କର୍ମଚାରୀଙ୍କ ପଛରେ ଦୁର୍ନୀତିର ଦାଗ ହଟୁନାହିଁ। ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାର ଭଲ ଦରମା ଦେଉଥିବା ବେଳେ ତଥାପି ଏମାନଙ୍କର ଲୋଭ କମ ନୁହେଁ। କୌଣସି କାମରେ ହାତ ମାରିଲେ ଲାଞ୍ଚ ମାଗିଥାନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଦୁର୍ନୀତି ଓ ଲାଞ୍ଚ କାରବାର ହେଉଛି। ଏହି କ୍ରମରେ…

ସବୁ ଜିଲ୍ଲାରେ ହେବ ଆଦର୍ଶ ମଣ୍ଡି: ୬ ବିଭାଗର ୭ଟି ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ

ଧାନ ମଣ୍ଡିରେ କୃଷକମାନଙ୍କୁ ଗୋଟିଏ ଛାତ ତଳେ ସମସ୍ତ ସୁବିଧା ପ୍ରଦାନ କରାଯିବ। ଚାଷୀ, ବ୍ୟବସାୟୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ସମସ୍ତ ଜରୁରୀ ବିପଣନ ସମ୍ବନ୍ଧିତ କାର୍ଯ୍ୟ ଉପଲବ୍ଧ ହେବ। ଫସଲ ପରବର୍ତ୍ତୀ କ୍ଷତିକୁ ସର୍ବନିମ୍ନ ସୁନିଶ୍ଚିତ କରିବା, କୃଷକର ଆୟରେ ଉନ୍ନତି ଆଣିବା, ଠିକ୍ ଓ…

ଡିଏଭି ପୋଖରୀପୁଟରେ ‘ଅଟଳ ଟିଙ୍କରିଂ ଲାବ୍‍’ର ଅଷ୍ଟମ ବାର୍ଷିକ ପୂର୍ତ୍ତି

ଭୁବନେଶ୍ୱର ତା. ୧୩-୦୮-୨୦୨୫ – ଡିଏଭି ପୋଖରୀପୁଟରେ ‘ଅଟଳ ଟିଙ୍କରିଂ ଲାବରେଟୋରି’ର ଅଷ୍ଟମ ବର୍ଷ ପୂର୍ତ୍ତି ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଭିନବ ଉପାୟରେ ଅନେକ ଗବେଷଣାତ୍ମକ କାର୍ଯ୍ୟ ଏହା ମାଧ୍ୟମରେ କରିବାରେ ସମର୍ଥ ହୋଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ…

ବାଣୀବିହାରରେ ହଷ୍ଟେଲ୍‌ ରୁମ୍‌ ବିକ୍ରି: ବର୍ଷକୁ ଭଡ଼ା ୫୦ ହଜାର, ଅଣଛାତ୍ରଙ୍କ ଅକ୍ତିଆରରେ ୧୩୦ ହଷ୍ଟେଲ ରୁମ୍‌

ହଷ୍ଟେଲ ରୁମ୍‌ ଭଡ଼ା ବର୍ଷକୁ ୫୦ ହଜାର। ଅର୍ଥାତ୍‌ ମାସକୁ ୪ ହଜାର ଟଙ୍କାରେ ହଷ୍ଟେଲରେ ମିଳିବ ଗୋଟିଏ ରୁମ୍‌। ସେଠାରେ ଖଟିଆ ପଡ଼ିଛି। ମାଗଣା ଲାଇଟ୍‌, ଫ୍ୟାନ୍‌ ବ୍ୟବସ୍ଥା ବି ଅଛି। ରୁମ୍‌ ଭିତରେ ରୋଷେଇ କରି ଖାଇପାରିବେ। ‌ହଷ୍ଟେଲ ବାହାରେ ସୁରକ୍ଷା କର୍ମୀ ଜଗିଛନ୍ତି। ଗାଡ଼ି ସୁରକ୍ଷା ପାଇଁ…

କୁଡୁମୀ ଜାତିକୁ ଆଦିବାସୀ ବର୍ଗରେ ସାମିଲ ଦାବି; ସେପ୍ଟେମ୍ବର ୬ରେ ଆନ୍ଦୋଳନ

କୁଡୁମୀ ଜାତିକୁ ଆଦିବାସୀ ବର୍ଗ (ଅନୁସୂଚିତ ଜନଜାତି)ରୁ ବାଦ୍ ଦେଇଥିବା ପ୍ରତିବାଦରେ ଆସନ୍ତା ସେପ୍ଟେମ୍ବର ୬ ତାରିଖ ଦିନ କଳା ଦିବସ ପାଳନ କରାଯିବ। କୁଡୁମୀ ସେନାର ପ୍ରତିଷ୍ଠାତା ରାଜ୍ୟ ସଭାପତି ଜୈମୁନୀ କୁମାର ମହାନ୍ତଙ୍କ ଆହ୍ବାନରେ ବିଜାତଳା ବ୍ଲକର ବୁଧିଆକୁଦର ଗ୍ରାମଠାରେ କୁଡୁମୀ…