ସୁଦୃଶ ଲଘୁଚାପ ଅବପାତରେ ପରିଣତ, ୨୭ରେ ବଙ୍ଗୋପସାଗରରେ ବାତ୍ୟା
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତର ରୂପ ନେଇଛି। ଆଜି ସକାଳ ସାଢ଼େ ୫ଟା ସମୟରେ ସୃଷ୍ଟି ହୋଇଛି ଅବପାତ। ଆସନ୍ତା ୨୭ ତାରିଖରେ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ…
