କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ। ଆଜି ଲୋକସେବା ଭବନ କର୍ମଚାରୀମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏଭଳି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯାତନା (ନିବାରଣ, ନିଷେଧ ଓ ନିରାକରଣ) ଆଇନ!-->…
