ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ ଉଦିତ ପ୍ରଧାନ
ଉଦିତ ପ୍ରଧାନ ନିଲମ୍ବିତ । ଦୁଷ୍କର୍ମ ଅଭିଯୋଗରେ ଗିରଫ ପରେ କାର୍ଯ୍ୟାନୁଷ୍ଠାନ । ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ । ନିଲମ୍ବନ କଲେ ଜାତୀୟ ଯୁବ କଂଗ୍ରେସ ସଭାପତି । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଉଦିତ ପ୍ରଧାନକୁ ଗିରଫ କରିଛି ମଞ୍ଚେଶ୍ୱର!-->…
