ହାତୀ ଦାନ୍ତ ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ , ଜବତ କଲା ୪ କେଜି ୭୦୦ ଗ୍ରାମର ୨ଟି ହାତୀ ଦାନ୍ତ
ହାତୀ ଦାନ୍ତ ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ । ୨ଟି ହାତୀ ଦାନ୍ତ ଜବତ, ୨ ଗିରଫ । ଆଠମଲ୍ଲିକ ବ୍ଲକର ଜଙ୍ଗଲ ସଂଲଗ୍ନ ଯଦୁପୁର ଗ୍ରାମରେ ବିକ୍ରି ପାଇଁ ଡିଲ୍ ବେଳେ ୨ଟି ହାତୀ ଦାନ୍ତ ଜବତ ହୋଇଛି। ଗାଁରେ ଜଣେ ବ୍ୟକ୍ତି ହାତୀ ଦାନ୍ତ ରଖିଥିବା ଖବରପାଇ ଏସଟିଏଫ ଚଢାଉ କରିଥିଲା ।
ଏସଟିଏଫର ଜଣେ…
