ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା
ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । ସୌମ୍ୟାଶ୍ରୀଙ୍କ ପରିବାରକୁ ସହାୟତା ଘୋଷଣା । ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା । ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହାୟତା ନେଇ ସୂଚନା ଦେଲେ ବାଲେଶ୍ବର ସାଂସଦ ପ୍ରତାପ!-->…
