Odia News Portal
Browsing Tag

swadhikar news

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆୟକର ଚଢ଼ାଉ : ସମ୍ବଲପୁର, ଝାରସୁଗୁଡ଼ା, ଦିଲ୍ଲୀ ସମେତ ୧୯ଟି ସ୍ଥାନରେ ରେଡ୍

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆୟକର ଚଢ଼ାଉ । ସକାଳୁ ସକାଳୁ ସ୍ବର୍ଗତ ନବ ଦାସଙ୍କ ବିଭିନ୍ନ ଠିକଣାରେ ଏକ ବଡ଼ ଧରଣର ଚଢ଼ାଉ ଜାରି ରହିଛି । ଏକାବେଳେ ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼, ଦିଲ୍ଲୀ ସମେତ ୧୯ଟି ସ୍ଥାନରେ ଆଜି ସକାଳ ୫ଟାରୁ ଆରମ୍ଭ ହୋଇଛି ରେଡ୍ । ଦୀପାଳି ଦାସ ପୁରୀରୁ

କଟକରେ ଚାଞ୍ଚଲ୍ୟ; ଯୁବକଙ୍କ ଗଳା କାଟି ବୀଭତ୍ସ ହତ୍ୟା

କଟକରେ ବିଭତ୍ସ ହତ୍ୟା। ବକ୍ସିବଜାର ସ୍ଥିତ ସିଡିଏ ମାର୍କେଟ୍ କମ୍ପ୍ଲେକ୍ସରେ ଜଘନ୍ୟ ହତ୍ୟାକାଣ୍ଡ। ମାର୍କେଟର ପାୟଲ ରେଷ୍ଟୁରାଣ୍ଟରୁ ଉଦ୍ଧାର ହୋଇଛି ଏକ ଗଳିତ ମୃତଦେହ। ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସନ୍ଧାନି କୁକୁର ଓ ସ୍ଥାନୀୟ ପୋଲିସ ଟିମର ଯାଞ୍ଚ ପରେ

ଗୋପାଳପୁର ସମୁଦ୍ର ବେଳାଭୂମିର ଗଣଦୁଷ୍କର୍ମ ଘଟଣାସ୍ଥଳରେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା ଗୋପାଳପୁର ସମୁଦ୍ର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାସ୍ଥଳର ଅନୁଧ୍ୟାନ କରିଛନ୍ତି । ମନ୍ତ୍ରୀଙ୍କ ସହିତ ବ୍ରହ୍ମପୁର ଏସପି ଡ଼ା ଶ୍ରବଣା ବିବେକ ଏମ ଓ ବ୍ରହ୍ମପୁର ଉପ ଜିଲ୍ଲାପାଳ ଦୀନା ଦସ୍ତାଗୀର, କନିଷି ତହସିଲଦାର

ସ୍ବାମୀ ତଣ୍ଟି ଚିପି ମାରିଦେଲା ସ୍ତ୍ରୀ ; ଗଞ୍ଜାମ ଧରାକୋଟର ଘଟଣା

ଗଞ୍ଜାମ ଜିଲ୍ଲା ଧରାକୋଟରେ ହତ୍ୟାକାଣ୍ଡ । ପାରିବାରିକ କଳହକୁ ନେଇ ସ୍ବାମୀକୁ ହତ୍ୟା କରିଛି ସ୍ତ୍ରୀ । ହତ୍ୟା ପରେ ଆତ୍ମହତ୍ୟାର ରୂପ ଦେବାକୁ ସ୍ତ୍ରୀ ଉଦ୍ୟମ କରିଥିଲା । ଖବର ପାଇ ଘଟଣାସ୍ଥଳରେ ଧରାକୋଟ ପୁଲିସ ପହଞ୍ଚି ମୃତଦେହ ଜବତ କରି ସ୍ତ୍ରୀକୁ ଅଟକ ରଖିଛି । ଧରାକୋଟ ଥାନା

ମାଓବାଦୀଙ୍କ ଭୟଙ୍କର କାଣ୍ଡ ; ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ପରିବାରର ୩ଜଣଙ୍କୁ ମାରିଦେଲେ

ମାଲକାନଗିରି ସୀମାନ୍ତରେ ପୁଣି ନକ୍ସଲ ହିଂସା । ମଙ୍ଗଳବାର ଆତ୍ମସମର୍ପଣ କରିଥିବା ମାଓ ନେତାଙ୍କ ପରିବାରର ୩ ଜଣକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ । ଛତିଶଗଡ଼ ବିଜାପୁର ଜିଲ୍ଲା ପେଦ୍ଦାକୋରାମ୍ ଗାଁର ଜଣେ ଛାତ୍ର ସହ ୩ ଜଣକୁ ହତ୍ୟା କରି ଫେରାର ହୋଇଯାଇଛନ୍ତି ନକ୍ସଲ । ମୃତକ

ଡାଇରିଆ ପରେ ଡରାଇଲାଣି ଜଣ୍ଡିସ୍ ; ରାଜଧାନୀବାସୀଙ୍କ ଭିତରେ ଛନକା

ଡାଇରିଆ ଡର ଯାଇନି, ଆସିଲାଣି ଜଣ୍ଡିସ୍ । ସାରା ରାଜ୍ୟରେ ଡାଇରିଆ ସ୍ଥିତି ଥମିନଥିବାବେଳେ ରାଜଧାନୀରେ ଚିନ୍ତା ବଢ଼ାଇଲାଣି ଜଣ୍ଡିସ୍ । ଭୁବନେଶ୍ବର ବଡ଼ଗଡ଼ ବ୍ରିଟ୍‌ କଲୋନି ଅଞ୍ଚଳରେ ଜଣ୍ଡିସ୍ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ମାସେ ହେଲା ଏହି ସଂଖ୍ୟା ବୃଦ୍ଧି ପାଉଛି । ଇ.ଏ

ସତ କହିଲା କେନ୍ଦ୍ରୀୟ ଟିମ୍ ; ’ପାଣିରୁ ବ୍ୟାପୁଛି ଡାଇରିଆ’

ଲୋକସେବା ଭବନରେ କେନ୍ଦ୍ରୀୟ ଟିମ୍ । ଡାଇରିଆ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ସଚିବଙ୍କ ସହ ବସିଛି ସମୀକ୍ଷା ବୈଠକ । ରାଜ୍ୟରେ ଡାଇରିଆ ସ୍ଥିତିକୁ ନେଇ ବୈଠକରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ଚାଲିଛି । ଗ୍ରାଉଣ୍ଡ ଜିରୋକୁ ଯାଇ ସ୍ଥିତି ପରଖିଥିଲା କେନ୍ଦ୍ରୀୟ ଟିମ୍ । ଯାଜପୁର ସମେତ

 ଭିଜୁଛି ରାଜ୍ୟ, ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଅତିପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ

ଗୋପାଳପୁର ଗଣଦୁଷ୍କର୍ମ: ଆରମ୍ଭ ହେଲା କ୍ରାଇମବ୍ରାଞ୍ଚ ତଦନ୍ତ

ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ସରକାରଙ୍କ କଡ଼ା ଆଭିମୁଖ୍ୟ । ମାମଲାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ୍ । ସମ୍ବେଦନଶୀଳ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି ୱାଇ.ବି.ଖୁରାନିଆ । ମାମଲାକୁ ରେଡ୍ ଫ୍ଲାଗ ଶ୍ରେଣୀଭୁକ୍ତ କରାଯାଇଥିବା ସୂଚନା ଦେଇଛନ୍ତି

ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା ; ଏସ୍‌ପି ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ବ୍ରହ୍ମପୁର ଏସ୍‌ପିଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା । ୧୦ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ତିନିଜଣ , ଯୁବତୀଙ୍କ ସହ ଦୁଷ୍କର୍ମ କରିଥିବା ନେଇ ସୂଚନା ଦେଇଛନ୍ତି ଏସ୍‌ପି । ସେହି ତିନିଜଣଙ୍କୁ ଗିରଫ କରାଯାଇଛି । ବାକି ୭ଜଣଙ୍କୁ ପୁଲିସ