ଶୋକ ପ୍ରସ୍ତାବ ଆଗତ ପରେ ବିଜେଡିର ନାରାବାଜି, ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ
ଆଜି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ତୃତୀୟ ଦିନ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିବଙ୍ଗତ ନେତା ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ ପ୍ରସ୍ତାବକୁ…
