ଭୁବନେଶ୍ବରରୁ ଆବୁଧାବିକୁ ସିଧାସଳଖ ଉଡ଼ିଲା ବିମାନ
ଭୁବନେଶ୍ବରରୁ ସିଧା ଆବୁଧାବିକୁ ଉଡ଼ିବ ବିମାନ । ଓଡ଼ିଶାରୁ ୟୁଏଇ ଯାଉଥିବା ଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବିମାନ ସେବା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବିମାନସେବାର ଶୁଭାରମ୍ଭ କରିଛନ୍ତି ।
ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଆଜି ସକାଳ ୯ଟା ୩୫!-->!-->!-->…
