Odia News Portal
Browsing Tag

swadhikar news

ଗାଲୁଡିହି ଛାଡ଼ିଲା ପାଣି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା। , ଚିନ୍ତାରେ ଉତ୍ତର ବାଲେଶ୍ଵରର ନିମ୍ନ ଅବବାହିକା…

ସୁବର୍ଣ୍ଣରେଖା ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ଲଗାଣ ବର୍ଷା ଭଳି ପରିସ୍ଥିତି ଲାଗି ରହିଛି। ଗତ ୨୩ ତାରିଖ ପୂର୍ବାହ୍ନ ୮ ଟା ସୁଦ୍ଧା ସେହି ୨୪ ଘଣ୍ଟା ମଧ୍ୟରେ ନଦୀର ଅବବାହିକା ଅଞ୍ଚଳ ଜାମସେଦପୁର ରେ ୧୧୮.୦ ଏମଏମ,ଘାଟଶିଳା ରେ ସର୍ବାଧିକ ୧୫୦.୪ଏମଏମ,ଜାମଶୋଳାଘାଟ ରେ ୪୦.୬ ଏମଏମ,ଫେକଘାଟ ରେ…

ଭାରତରେ ନିର୍ମାଣ ହେବ ଯୁଦ୍ଧ ବିମାନ ଇଞ୍ଜିନ: ରାଜନାଥ ସିଂହଙ୍କ ଘୋଷଣା

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଘୋଷଣା କରିଛନ୍ତି ଯେ, ଭାରତ ପଞ୍ଚମ ପିଢ଼ିର ଲଢୁଆ ବିମାନ ପାଇଁ ଇଞ୍ଜିନ ନିର୍ମାଣ ପାଇଁ ଫରାସୀ କମ୍ପାନି ସାଫ୍ରାନ ସହିତ ମିଳିତ ହେବ। ଏହା ମେକ୍ ଇନ୍ ଇଣ୍ଡିଆ ପଦକ୍ଷେପକୁ ପ୍ରୋତ୍ସାହିତ କରିବା ଏବଂ ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ହାସଲ…

ଗଗନଯାନ ଉତ୍‌କ୍ଷେପଣ ପାଇଁ ଉତ୍ସାହିତ ଭାରତୀୟ ମହାକାଶଚାରୀ

ଦେଶର ପ୍ରଥମ ମାନବ ମହାକାଶଯାତ୍ରା କାର୍ଯ୍ୟକ୍ରମ ଗଗନଯାନ ଅଭିଯାନ ପାଇଁ ଭାରତର ପ୍ରସ୍ତୁତି ତ୍ବରାନ୍ବିତ ହୋଇଛି। ଏହାକୁ ନେଇ କେବଳ ଦେଶ ଭିତରେ ନୁହେଁ, ସମଗ୍ର ବିଶ୍ୱରେ ଉତ୍ସାହ ଦେଖିବାକୁ ମିଳୁଛି। ଡିସେମ୍ବର ୨୦୨୫ରେ ଇସ୍ରୋ ଗଗନଯାନ ମିସନର ପ୍ରଥମ ଉତ୍‌କ୍ଷେପଣ କରିବ। ମହାକାଶଚାରୀ…

ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ୬୧ତମ ଦୀକ୍ଷାନ୍ତ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

୯୧୧ ଅଗ୍ନିଯୋଦ୍ଧା ସାମିଲ ହେଲେ ଅଗ୍ନିଶମ ବାହିନୀରେଡିସେମ୍ବର ସୁଦ୍ଧା ପୂରଣ ହେବ ଖାଲିଥିବା ୩୦୦ ପଦବୀଗତ ଏକ ବର୍ଷରେ ଓଡ଼ିଶା ଅଗ୍ନିଶମ ୭୫୯୯ ଜୀବନ ବଞ୍ଚାଇଛନ୍ତି, ୧୭ ହଜାର ପ୍ରାଣୀଙ୍କୁ ଉଦ୍ଧାର କରିଛନ୍ତିଉନ୍ନତ ପ୍ରଶିକ୍ଷଣ ପାଇଁ ୧୦ କୋଟିରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ସିମୁଲେଟର…

ରାଜ ଭବନରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର, ତା: ୨୩/୦୮/୨୦୨୫: ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନିର୍ଦ୍ଦେଶ ଦେଇଛନ୍ତି I ଚଳିତ ଅଗଷ୍ଟ ୨୩ ତାରିଖ ଦିନ ରାଜଭବନର ନ୍ୟୁ ଅଭିଷେକ…

ଆମେରିକାକୁ ଡାକସେବା ବନ୍ଦ

ଏଣିକି ଡାକରେ ଆମେରିକାକୁ ପାର୍ସଲ ପଠାଇବା କଷ୍ଟକର ହୋଇପଡ଼ିବ । କାରଣ ଭାରତର ଡାକ ବିଭାଗ ଆସନ୍ତା ୨୫ ତାରିଖରୁ ଆମେରିକାକୁ ଡାକ ସେବାକୁ ଅସ୍ଥାୟୀ ଭାବରେ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆମେରିକା ସରକାରଙ୍କ ଦ୍ୱାରା ସମ୍ପ୍ରତି ଜାରି ହୋଇଥିବା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶ…

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମନଖୋଲି କଥା ହେଲେ, ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଖରେ ପହଂଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ମନଖୋଲି କଥା ହୋଇଛନ୍ତି । କେବଳ ମୁଖ୍ୟମନ୍ତ୍ରୀ…

ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍

ହୀରାକୁଦ ଡ୍ୟାମର ୪ଟି ଗେଟ୍ ଖୋଲିଛି। ଏବେ ବାମ ପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ଗୋଟିଏ ଗେଟ୍‌ ଖୋଲାଯାଇଛି। ହୀରାକୁଦରୁ ଏହିସବୁ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି। ଲଗାଣ ବର୍ଷା ହେତୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବା ହେତୁ ଏଭଳି ପଦକ୍ଷେପ ନିଆଯାଇଛି।…

ଉତ୍ତରାଖଣ୍ଡରେ ପୁଣି ବାଦଲଫଟା ବର୍ଷା ସମଗ୍ର ଅଞ୍ଚଳରେ ବ୍ୟାପକ କ୍ଷତି

ଶୁକ୍ରବାର ବିଳମ୍ବିତ ରାତିରେ ଉତ୍ତରାଖଣ୍ଡର ଚମୋଲିରେ ବାଦଲଫଟା ବର୍ଷା ହୋଇ ସମଗ୍ର ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଥରାଲି ବଜାର, କୋଟଦୀପ ଏବଂ ଥରାଲି ତହସିଲ କମ୍ପ୍ଲେକ୍ସରେ ପ୍ରବଳ ପରିମାଣର ଭଗ୍ନାବଶେଷ ଘର, ଏସଡିଏମ୍ ବାସଭବନ ଏବଂ ଅନ୍ୟାନ୍ୟ କୋଠାବାଡ଼ିରେ ପାଣି ପଶିଯିବାରୁ ପ୍ରବଳ…

ଆଇନରେ ପରିଣତ ହେଲା ଅନଲାଇନ ଗେମିଂ ବିଲ୍

ଆଇନରେ ପରିଣତ ହେଲା ଅନଲାଇନ ଗେମିଂ ବିଲ୍। ରାଷ୍ଟ୍ରପତିଙ୍କ ସ୍ଵାକ୍ଷର ଓ ଗେଜେଟ୍ ନୋଟିଫିକେସନ ପରେ ଏହା ଆଇନରେ ପରିଣତ ହୋଇଛି। ଆଗରୁ ସଂସଦର ଉଭୟ ଗୃହରେ ଏହା ଗୃହୀତ ହୋଇଥିଲା । ଆଇନ ହେବା ପରେ ଡ୍ରିମ 11, ଗେମସ 24X7 ଓ ମୋବାଇଲ ପ୍ରିମିୟର ଲିଗ୍, ନଜାରା ଟେକନୋଲୋଜିସ ଲିମିଟେଡ ଦ୍ବାରା…