ଆତ୍ମସମର୍ପଣ କଲେ ୧୬ ନକ୍ସଲ: ୬ଜଣଙ୍କ ନାମରେ ଥିଲା ୨୫ ଲକ୍ଷ ଟଙ୍କାର ପୁରସ୍କାର
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସ ନିକଟରେ ୧୬ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ପିଏଲଜିଏ ବାଟାଲିୟନର ୨ ହାର୍ଡକୋର ନକ୍ସଲ ମଧ୍ୟ ରହିଛନ୍ତି। ସୁକମା ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସପି କିରଣ ଚୌହାନଙ୍କ ସମ୍ମୁଖରେ ଏହି ୧୬ ନକ୍ସଲ!-->…
