Odia News Portal
Browsing Tag

swadhikar news

ବାଲେଶ୍ୱରରେ ଲଜ୍ଜା, ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ନାବାଳିକାକୁ ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗ । ବାଲେଶ୍ବର ଭୋଗରାଇ ବ୍ଲକ୍‌ରେ ଘଟିଛି ଏଭଳି ଏକ ଲଜ୍ଜାଜନକ ଘଟଣା । ଏଠାରେ ଜଣେ ୧୭ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ କରି ହତ୍ୟା କରିଛନ୍ତି ଭୋଗରାଇ ଅଞ୍ଚଳର କିଛି ଅସାମାଜିକ ଯୁବକ । ଦୁଷ୍କର୍ମ ପରେ ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ

ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ, ଭୁବନେଶ୍ବରରେ ଘରୋଇ ହସ୍ପିଟାଲରେ ଭର୍ତ୍ତି

ପୁଣି ଡରାଇଲାଣି କରୋନା । ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଭୁବନେଶ୍ବରରେ ଜଣେ ବୟସ୍କ ପୁରୁଷ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କୁ ରାଜଧାନୀର ଏକ

ଭୁବନେଶ୍ବର ନିକୋ ପାର୍କ ଲେକ୍‌ ଜୋନ୍‌ର ହେବ ବିକାଶ

ଭୁବନେଶ୍ବର ଲେକ୍‌ ଅଞ୍ଚଳର ବିକାଶ କରାଯିବ। ଏହି ଅଞ୍ଚଳରେ ଅତ୍ୟାଧୁନିକ ସୁବିଧା ସୁଯୋଗର ବ୍ୟବସ୍ଥା କରି ଏହାକୁ ଏକ ବିଶ୍ବସ୍ତରୀୟ ଆକର୍ଷଣୀୟ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି। ଏହାଦ୍ବାରା ରାଜ୍ୟର ରାଜଧାନୀ ଭାବେ ଭୁବନେଶ୍ବର

ପଞ୍ଚାୟତ ଉପ ନିର୍ବାଚନ ସ୍ଥଗିତ

ପଞ୍ଚାୟତ ଉପ-ନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ । ମୌସୁମୀ ପାଇଁ ପଞ୍ଚାୟତ ଉପ-ନିର୍ବାଚନ ସ୍ଥଗିତ ରହିଲା । ଜୁନ ୨୩ ତାରିଖରେ ଉପ-ନିର୍ବାଚନ ନେଇ ଆଜି ଘୋଷଣା ହୋଇଥିଲା । ୧୧୩୧ଟି ପଦ ପାଇଁ ଉପ-ନିର୍ବାଚନ ହୋଇଥାଆନ୍ତା ।ନିର୍ବାଚନ ପାଇଁ ଚଳିତ ମାସ ୨୦ ତାରିଖରୁ ଜୁନ୍ ୨୪ ଯାଏ

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ

ଛାତ୍ରଛାତ୍ରୀଙ୍କ ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ପ୍ରକାଶ ପାଇଛି ଯୁକ୍ତ ଦୁଇ ପରୀକ୍ଷା ଫଳ । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ବିଜ୍ଞାନ, ବାଣିଜ୍ୟ ଓ କଳା ଫଳ ପ୍ରକାଶିତ । ଏହା ସହିତ ଧନ୍ଦାମୂଳକ ପରୀକ୍ଷାଫଳ ବି ପ୍ରକାଶ ପାଇଛି । ଏଥର ୩

ସମ୍ଭାବ୍ୟ ପ୍ରସବ ତାରିଖର ୩ମାସ ପୂର୍ବରୁ, ପ୍ରସବ ଦିନର ୬ମାସ ମଧ୍ୟରେ ମାତୃତ୍ଵ ଛୁଟି

ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା। ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା ପାଇବେ। ହିତାଧିକାରୀଙ୍କୁ ଜୁନ୍ ମାସରୁ ମିଳିବ ଏହି ଭତ୍ତା। ଏନେଇ ସମସ୍ତ ଡିଏସଏସଓଏସଙ୍କୁ ରାଜ୍ୟ

ଦୁର୍ଦ୍ଦାନ୍ତ ମାଓନେତା ବସାବରାଜ ମୃତ : ୩୦ରୁ ଅଧିକ ମାଓବାଦୀ ସଫା

ଛତିଶଗଡ ବିଜାପୁରରେ ବଡ ଏନକାଉଣ୍ଟର ହୋଇଛି। ଏନକାଉଣ୍ଟରରେ ଅତି କମରେ 30 ଜଣ ମାଓବାଦୀ ନିହତ ହୋଇଛନ୍ତି ଏବଂ ଗୁଳି ବିନିମୟ ସମୟରେ ଜଣେ ଯବାନ ମଧ୍ୟ ପ୍ରାଣ ହରାଇଛନ୍ତି। ବିଜାପୁରରେ ଦାନ୍ତେୱାଡା ଜିଲ୍ଲା ସୀମାରେ ସକାଳ ପ୍ରାୟ ୭ଟା ସମୟରେ ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କ ଏକ

ଦଶହରା ପୂର୍ବରୁ କଲେଜ୍ ଇଲେକ୍ସନ୍, ମନ୍ତ୍ରୀ ଦେଲେ ଗ୍ରିନ୍‌ ସିଗନାଲ୍

କେବେ ହେବ ଛାତ୍ର ସଂସଦ ନିର୍ବାଚନ? ଏହି ପ୍ରଶ୍ନ ସବୁବେଳେ ଉଠିଆସୁଥିବା ବେଳେ କେବେ ହେବ କଲେଜ୍ ଇଲେକ୍ସନ୍ ସେନେଇ ଗ୍ରିନ୍ ସିଗନାଲ୍ ଦେଇଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ । ଦଶହରା ପୂର୍ବରୁ କ୍ୟାମ୍ପସ ନିର୍ବାସ ସରିବ ବୋଲି ସୂଚନା ଦେଇଛନ୍ତି ସୁରଜ ସୂର୍ଯ୍ୟବଂଶୀ । ମନ୍ତ୍ରୀ

୨୭ ମାଓବାଦୀ ସଫା 

ଛତିଶଗଡ  ବିଜାପୁରରେ ବଡ ଏନକାଉଣ୍ଟର ହୋଇଛି । ଏନକାଉଣ୍ଟରରେ ୨୭ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା  ମିଳିଛି । ନାରାୟଣପୁର  ଅବୁଝମାଡ ଜଙ୍ଗଲରେ ଏନକାଉଣ୍ଟର ହୋଇଛି । ମୃତକଙ୍କ ସଂଖ୍ୟା  ଆହୁରି ବଢିପାରେ ବୋଲି ସୂଚନା ମିଳୁଛି । ଏନେଇ  ସୂଚନା ଦେଇଛନ୍ତି ଛତିଶଗଡ ଗୃହମନ୍ତ୍ରୀ ।