ବାଲେଶ୍ୱରର ଚାନ୍ଦିପୁରରେ ହାଇ ଆଲର୍ଟ
ବାଲେଶ୍ୱର ଚାନ୍ଦିପୁରରେ ହାଇ ଆଲର୍ଟ ଜାରି କରିଛି ଓଡ଼ିଶା ପୋଲିସ। ବର୍ତ୍ତମାନ ସ୍ଥିତିକୁ ଦୃଷ୍ଟିରେ ରଖି ସୀମାବର୍ତ୍ତୀ ଇଲାକାକୁ ହାଇ ଆଲର୍ଟରେ ରଖାଯାଇଛି। ଜମ୍ମୁ-କଶ୍ମୀର ପହଲଗାମଠାରେ ଆତଙ୍କୀ ହମଲା ପରେ ଭାରତ-ପାକିସ୍ତାନ ମୁହାଁମୁହିଁ ସ୍ଥିତିରେ ପହଞ୍ଚିଛି। ସମ୍ଭାବ୍ୟ ଯୁଦ୍ଧର ଆଶଙ୍କା!-->…
